୬ ବର୍ଷର ଝିଅକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ, ଯୁବକଙ୍କୁ ନିସ୍ତୁକ ମାଡ଼

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ମୁଣ୍ଡିଆସାହିର ଗୋପବନ୍ଧୁନଗରରେ ଜଣେ ନାବାଳିକା(୬)ଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଜଣାପଡ଼ିବା ପରେ ଗାଁ ଲୋକେ ସନ୍ଦେହରେ ଜଣେ ଯୁବକଙ୍କୁଧରି ନିସ୍ତୁକ ମାଡ଼ ମାରିବା ସହ ପୁଲିସ ଜିମାରେ ଦେଇଛନ୍ତି। ଯୁବକଙ୍କ ଅବସ୍ଥା ଗୁରୁତର ଥିବାରୁ ତାକୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଗାଁ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଅଭିଯୋଗ ଅନୁସାରେ ଗତକାଲି […]

jjjjjjjjjjjjjjjj.............

jjjjjjjjjjjjjjjj.............

Tapaswini Nayak
  • Published: Friday, 12 April 2019
  • Updated: 12 April 2019, 09:08 AM IST

Sports

Latest News

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ମୁଣ୍ଡିଆସାହିର ଗୋପବନ୍ଧୁନଗରରେ ଜଣେ ନାବାଳିକା(୬)ଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ଜଣାପଡ଼ିବା ପରେ ଗାଁ ଲୋକେ ସନ୍ଦେହରେ ଜଣେ ଯୁବକଙ୍କୁଧରି ନିସ୍ତୁକ ମାଡ଼ ମାରିବା ସହ ପୁଲିସ ଜିମାରେ ଦେଇଛନ୍ତି। ଯୁବକଙ୍କ ଅବସ୍ଥା ଗୁରୁତର ଥିବାରୁ ତାକୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଗାଁ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି।

ଅଭିଯୋଗ ଅନୁସାରେ ଗତକାଲି ରାତି ପ୍ରାୟ ୧୦ଟା ସମୟରେ ନାବାଳିକା ଜଣଙ୍କ ଘର ବାହାରେ ଖେଳୁଥିଲା। ପରେ ସେ କୁଆଡ଼େ ଗାଏବ ହୋଇଯାଇଥିଲା। ପରିବାର ଲୋକେ ଚାରିଆଡ଼େ ଖୋଜାଖୋଜି କରିଥିଲେ। ହେଲେ ଝିଅକୁ ପାଇ ନଥିଲେ। ପରେ ପରିବାର ଲୋକେ ଯୁବକଙ୍କୁ ଘରକୁ ପଚାରିବାକୁ ଯାଇଥିଲେ। ହେଲେ ସେ  କବାଟ ଖୋଲି ନଥିଲେ। ପରେ ଗ୍ରାମବାସୀଙ୍କ ସହାୟତାରେ ପରିବାର ଲୋକେ ଯୁବକଙ୍କ ଘରେ ପଶିଥିଲେ। ସେଠାରେ ଝିଅର ମୃତଦେହ ପଡ଼ିଥିବା ଦେଖିଥିଲେ।

ଯୁବକ ଜଣଙ୍କ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ଡାକିନେଇ ଦୁଷ୍କର୍ମ କରିବାପରେ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।  ପୁଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story