ଆଠଗଡ଼ (ନୀଳକଣ୍ଠ ଦୋରା): କଟକ ଜିଲ୍ଲା ବଡମ୍ବା ଥାନା ଅନ୍ତର୍ଗତ ଗୁଣ୍ଡଦ୍ୱାର ଗାଁରେ ଜଣେ ୧୪ ବର୍ଷ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ସମ୍ପର୍କୀୟ ଦାଦା ଏଭଳି କାଣ୍ଡ ଘଟାଇଥିବା ନାବାଳିକାଙ୍କ ମାଆ ଅଭିଯୋଗ କରିଛନ୍ତି। ପୀଡିତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପ୍ରଥମେ ଘଟଣାର ସମାଧାନ ଗାଁରେ କରାଯିବାକୁ ଚେଷ୍ଟା କରାଯାଇଥିଲା। ଏଥିରେ କିଛି ସୁଫଳ ନମିଳିବାରୁ ପୀଡ଼ିତାଙ୍କ ମାଆ ବଢମ୍ବା ଥାନାରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ୧୦୬/୧୮ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ଆସନ୍ତାକାଲି ପୀଡିତାଙ୍କ ଡାକ୍ତରୀମାଇନା କରାଯିବ ବୋଲି ଆଠଗଡ ଏସ୍ଡିପିଓ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।