ଭଦ୍ରକ(ପାର୍ଥ ସାରଥୀ ନାୟକ): ନ୍ୟାୟ ପାଇଁ ଏସପିଙ୍କ ନିକଟରେ ଦ୍ୱାରସ୍ଥ ହେଲେ ଗର୍ଭବତୀ ନାବାଳିକା । ଅଭିଯୁକ୍ତକୁ ଗିରଫ କରିବା ପାଇଁ ଦାବି କରିଛନ୍ତି ସେ । ନାବାଳିକା ଜଣକ ଭଦ୍ରକ ଜିଲ୍ଲା ତିହିଡି ଥାନା ଅଞ୍ଚଳର । ନାବାଳିକାଙ୍କ ମା’ ଙ୍କ ମୃତ୍ୟୁ ପରେ ବାପା ଦ୍ଵିତୀୟ ବିବାହ କରିଛନ୍ତି । ଝିଅ ସାବତ ମା ନିକଟ ରେ ରହୁଥିଲେ । ବାପା ଦୀର୍ଘ ଦିନ ହେବ ବାହାରେ ରହି କାମ କରୁଥିଲେ। ସେ ଘରକୁ ଆସିବା ପରେ ଝିଅ ଗର୍ଭବତୀ ଥିବା ଜାଣିବାକୁ ପାଇଥିଲେ ।
ଏନେଇ ଗର୍ଭବତୀ ନାବାଳିକାଙ୍କ ବାପା ତିହିଡି ଥାନାରେ ଏତଲା ଦେଇଥିଲେ। ତାଙ୍କ ଝିଅ ଗର୍ଭବତୀ ଘଟଣାରେ ଦ୍ଵିତୀୟ ସ୍ତ୍ରୀଙ୍କ ସହ ଗାଁର ଦୁଇଜଣ ଯୁବକଙ୍କ ସମ୍ପୃକ୍ତି ଥିବା ସେ ଅଭିଯୋଗ କରିଛନ୍ତି । ତେବେ ଅଭିଯୁକ୍ତଙ୍କ ବିରୋଧରେ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇନଥିବାରୁ , ନାବାଳିକା ସହ ବାପା ଭଦ୍ରକ ଏସପି ଙ୍କୁ ଭେଟି ଅଭିଯୋଗ କରିଛନ୍ତି । ତେବେ ନାବାଳିକାକୁ ଶିଶୁ ମଙ୍ଗଳ କମିଟି ରେ ହାଜର କରାଯାଇଛି ।
ଆଗକୁ ପଢ଼ନ୍ତୁ : ନିଆଁ ଲାଗି ବିଜେପି ସାଂସଦ ରୀତା ବହୁଗୁଣା ଜୋଶୀଙ୍କ ନାତୁଣୀର ମୃତ୍ୟୁ
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
କୁହୁଡ଼ି ନେଇ ୩ ଜିଲ୍ଲାକୁ ସତର୍କ ସୂଚନା, ୨୭ ଓ ୨୮ରେ କିଛି ସ୍ଥାନରେ ହୋଇପାରେ ବର୍ଷା
ଆଜି ରାତି, ଆସନ୍ତାକାଲି ଅର୍ଥାତ୍ ଶନିବାର ସକାଳେ ଓ ରାତିରେ ଏବଂ ରବିବାର ସକାଳେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।
Guest Column
ରବି ଦାଶ - ଏକ ବିରଳ ବ୍ୟକ୍ତିତ୍ୱ
କେବଳ ତୁଳସୀ କ’ଣ ଦୁଇ ପତ୍ରରୁ ବାସିଥାଏ, ପୋଦିନା କି ଅନ୍ୟ କିଛି ନୁହେଁ? କୌଣସି ମହାପୁରୁଷଙ୍କ ଜୀବନୀ ପଢ଼ିଲା ବେଳେ ଆମେ ଏହି ଯୁକ୍ତିଟି ଅଧିକାଂଶ ସମୟରେ ପାଇଥାଉ ଯେ ସେ ମହାପୁରୁଷ ହେବେ ବୋଲି ପିଲାବେଳୁ ଜଣାଥିଲା।
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।