ଘରେ କେହି ନ ଥିବା ସୁଯୋଗରେ ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ବଣ୍ଡାଘାଟି ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ପୁଲିସ୍‌ ଜୟପୁରର ଧନୁର୍ଜୟ ନାୟକଙ୍କୁ ଗିରଫ କରିଛି। ନାବାଳିକା ଜଣକ ଘରେ ଏକୁଟିଆ ଥିବା ସୁଯୋଗରେ ଧନୁର୍ଜୟ ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।  ନାବାଳିକାଙ୍କ ପରିବାର ଲୋକେ ଘରେ ପହଞ୍ଚି ଏ ସମ୍ପର୍କରେ ଜାଣିବା ପରେ ଥାନାରେ ଅଭିଯୋଗ କରିଥିଲେ। ମୁଦୁଲିପଡା ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରି ଅଭିଯୁକ୍ତକୁ ଗିରଫ କରିଛି।

rape-1

rape-1

Niharika Rout
  • Published: Saturday, 04 January 2020
  • Updated: 04 January 2020, 02:09 PM IST

Sports

Latest News

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ବଣ୍ଡାଘାଟି ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ପୁଲିସ୍‌ ଜୟପୁରର ଧନୁର୍ଜୟ ନାୟକଙ୍କୁ ଗିରଫ କରିଛି।

ନାବାଳିକା ଜଣକ ଘରେ ଏକୁଟିଆ ଥିବା ସୁଯୋଗରେ ଧନୁର୍ଜୟ ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।  ନାବାଳିକାଙ୍କ ପରିବାର ଲୋକେ ଘରେ ପହଞ୍ଚି ଏ ସମ୍ପର୍କରେ ଜାଣିବା ପରେ ଥାନାରେ ଅଭିଯୋଗ କରିଥିଲେ। ମୁଦୁଲିପଡା ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରି ଅଭିଯୁକ୍ତକୁ ଗିରଫ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos