ଜଗତସିଂହପୁର ( ଶଶାଙ୍କ ଶେଖର ପଣ୍ଡା) : ଶିକ୍ଷକ, ଛାତ୍ରୀ ସମ୍ପର୍କରେ କଳଙ୍କ। ନିଜ ଆଶା ଚରିତାର୍ଥ କରିବାକୁ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି ଜଣେ ଶିକ୍ଷକ। ଏପରି ଲଜ୍ଜାଜନକ ଘଟଣା ଘଟିଛି ଜଗତସିଂହପୁର ଜିଲା ବାଲିକୁଦା ବ୍ଲକରେ।
ଅଭିଯୋଗ ଅନୁଯାୟୀ, ତିନି ଦିନ ତଳେ ଶିକ୍ଷକ ଜଣଙ୍କ ସମ୍ପୃକ୍ତା ଛାତ୍ରୀଙ୍କୁ ଅସଦାଚରଣ କରିଥିଲେ । ଏନେଇ ଗାଁରେ ସମାଧାନ ପାଇଁ ଉଦ୍ୟମ ହୋଇଥିଲା। କିନ୍ତୁ ସମାଧାନ ନହେବାରୁ ଛାତ୍ରୀର ଆଈ ବାଲିକୁଦା ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ପୀଡିତା ଛାତ୍ରୀର ବୟାନ ରେକର୍ଡ କରିଛି । ଅଭିଯୁକ୍ତ ଶିକ୍ଷକ ଜଣଙ୍କ ଫେରାର ଥିବାରୁ ତାଙ୍କୁ ଧରିବା ପାଇଁ ଉଦ୍ୟମ ଚାଲିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
Politics
ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ
ହିମାଂଶୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରି ଗଣମାଧ୍ୟମରେ ପ୍ରମିଳା କହିଥିଲେ, ଧର୍ମଶାଳା ବିଧାୟକ ମିଛ କହୁଛନ୍ତି। ଗାଡିରୁ ସେ ଓହ୍ଲାଇ ନାହାଁନ୍ତି। ତାଙ୍କୁ କିଏ ଆକ୍ରମଣ କଲା
Special
ଅପେକ୍ଷା କରିଥିଲେ ପ୍ରେମିକା! ଜେଲ୍ରୁ ଆସି ବାହାହେଲେ
ପରିବାର ଲୋକଙ୍କ ବାରଣ ଯୋଗୁ ପୂର୍ଣ୍ଣିମାଙ୍କ ସହିତ କଥାବାର୍ତ୍ତା ବନ୍ଦ କରିଦେଲେ ଶୁକଦେବ। ପୂର୍ଣ୍ଣିମା ଫୋନ୍ କଲେ ସେ ଉଠାଉନଥିଲେ। ଯାହାକୁ ନେଇ ଚିନ୍ତାରେ ପଡ଼ି ଯାଇଥିଲେ ପୂର୍ଣ୍ଣିମା।