ଗାଁ ଦାଣ୍ଡରେ ଖେଳୁଥିଲେ ନାବାଳିକା, ଡାକିନେଲେ ୨ ନାବାଳକ

ଦେବଗଡ଼(ଓଡ଼ିଶା ରିପୋର୍ଟର ): ଦେବଗଡ଼ ଜିଲ୍ଲା ରିଆମାଳ ଅଞ୍ଚଳରେ ଜଣେ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ  ହୋଇଛି । ଜଣେ ୪ ବର୍ଷର ନାବାଳିକାକୁ ଦୁଇ ଜଣ ନାବାଳକ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଖେଳିବାକୁ ଡାକି ନେଇ ସେମାନେ ଏହି କାଣ୍ଡ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ରିଆମାଳ ପୁଲିସ୍‌ ଏକ ମାମଲା ରୁଜୁ କରିବା ସହିତ ଦୁଇ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରା ଉଚରା କରୁଛି । […]

rape

rape

Niharika Rout
  • Published: Wednesday, 25 December 2019
  • Updated: 25 December 2019, 08:07 AM IST

Sports

Latest News

ଦେବଗଡ଼(ଓଡ଼ିଶା ରିପୋର୍ଟର ): ଦେବଗଡ଼ ଜିଲ୍ଲା ରିଆମାଳ ଅଞ୍ଚଳରେ ଜଣେ ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ  ହୋଇଛି । ଜଣେ ୪ ବର୍ଷର ନାବାଳିକାକୁ ଦୁଇ ଜଣ ନାବାଳକ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଖେଳିବାକୁ ଡାକି ନେଇ ସେମାନେ ଏହି କାଣ୍ଡ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ରିଆମାଳ ପୁଲିସ୍‌ ଏକ ମାମଲା ରୁଜୁ କରିବା ସହିତ ଦୁଇ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରା ଉଚରା କରୁଛି । ନାବାଳିକାକୁ ଡାକ୍ତରୀ ମାଇନା ପାଇଁ ରାତିରେ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ପୁଲିସ୍‌ ଘଟଣାର ତଦନ୍ତ କରୁଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos