ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ନୂଆପଡ଼ା(ମାୟାଧର ସରାଫ): ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ଅଞ୍ଚଳରେ ଜଣେ ୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ୨ ମାସ ତଳେ ସେହି ଗାଁର ଜଣେ ନାବାଳକ ଏହି ଜଘନ୍ୟକାଣ୍ଡ ଭିଆଇଥିବା ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏପରିକି ଘଟଣା ସମ୍ପର୍କରେ କାହାକୁ କହିଲେ ଝିଅର ଭିଡିଓ ଭାଇରାଲ କରିଦେବେ ବୋଲି ପୀଡ଼ିତାର ବାପାଙ୍କୁ  ନାବାଳକ ଅଭିଯୁକ୍ତ ଧମକ ଦେଇଥିଲା । ଏନେଇ ଗତକାଲି ପୀଡ଼ିତାଙ୍କ ପରିବାରବର୍ଗ ଜୋଙ୍କ ଥାନାରେ ଅଭିଯୋଗ କରିଛନ୍ତି […]

rape

rape

Niharika Rout
  • Published: Monday, 23 December 2019
  • Updated: 23 December 2019, 09:34 AM IST

Sports

Latest News

ନୂଆପଡ଼ା(ମାୟାଧର ସରାଫ): ନୂଆପଡ଼ା ଜିଲ୍ଲା ଜୋଙ୍କ ଥାନା ଅଞ୍ଚଳରେ ଜଣେ ୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ୨ ମାସ ତଳେ ସେହି ଗାଁର ଜଣେ ନାବାଳକ ଏହି ଜଘନ୍ୟକାଣ୍ଡ ଭିଆଇଥିବା ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏପରିକି ଘଟଣା ସମ୍ପର୍କରେ କାହାକୁ କହିଲେ ଝିଅର ଭିଡିଓ ଭାଇରାଲ କରିଦେବେ ବୋଲି ପୀଡ଼ିତାର ବାପାଙ୍କୁ  ନାବାଳକ ଅଭିଯୁକ୍ତ ଧମକ ଦେଇଥିଲା ।

ଏନେଇ ଗତକାଲି ପୀଡ଼ିତାଙ୍କ ପରିବାରବର୍ଗ ଜୋଙ୍କ ଥାନାରେ ଅଭିଯୋଗ କରିଛନ୍ତି । ଏହା ପରେ ପୁଲିସ୍‌ ମାମଲା ରୁଜୁ କରି ନାବାଳକକୁ ଜୁଭେନାଇଲ୍ ଜଷ୍ଟିସ ବୋର୍ଡରେ ହାଜର କରାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story