ହେଡ୍‌ ସାର୍‌ଙ୍କ ହେଟ୍‌ ଷ୍ଟୋରୀ; ବନ୍ଦ କୋଠରୀ ଭିତରେ...

ନୀଳଗିରି (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ନୀଳଗିରି ସହର ସ୍ଥିତ ନିଜଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭାସ୍କର ଚନ୍ଦ୍ର ପଣ୍ଡା ୩ ଜଣ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ପୋଲିସ୍‌ ତାଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ଅଭିଯୋଗ ଅନୁଯାୟୀ, ସେ ତିନି ଜଣ ଛାତ୍ରୀଙ୍କୁ ବନ୍ଦ କୋଠରୀରେ ମୋବାଇଲ୍‌ରେ ଅଶ୍ଳୀଳ ଭିଡିଓ ଦେଖାଇ ଅସଦାଚରଣ କରିଥିଲେ ଏହା ଜଣାପଡ଼ିବା ପରେ ଆଜି ଅଭିଭାବକ ଓ ସ୍ଥାନୀୟ ଲୋକେ ପ୍ରଧାନଶିକ୍ଷକଙ୍କୁ ସ୍କୁଲ୍‌ରେ ଘେରାଉ […]

symbolicpic

symbolicpic

Jitendra Garnayak
  • Published: Saturday, 08 September 2018
  • Updated: 08 September 2018, 08:01 AM IST

Sports

Latest News

ନୀଳଗିରି (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ନୀଳଗିରି ସହର ସ୍ଥିତ ନିଜଗଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭାସ୍କର ଚନ୍ଦ୍ର ପଣ୍ଡା ୩ ଜଣ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ପୋଲିସ୍‌ ତାଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି

ଅଭିଯୋଗ ଅନୁଯାୟୀ, ସେ ତିନି ଜଣ ଛାତ୍ରୀଙ୍କୁ ବନ୍ଦ କୋଠରୀରେ ମୋବାଇଲ୍‌ରେ ଅଶ୍ଳୀଳ ଭିଡିଓ ଦେଖାଇ ଅସଦାଚରଣ କରିଥିଲେ

ଏହା ଜଣାପଡ଼ିବା ପରେ ଆଜି ଅଭିଭାବକ ଓ ସ୍ଥାନୀୟ ଲୋକେ ପ୍ରଧାନଶିକ୍ଷକଙ୍କୁ ସ୍କୁଲ୍‌ରେ ଘେରାଉ କରିଥିଲେ। ଏଥିପାଇଁ କିଛି ସମୟ ଧରି ସ୍କୁଲ୍‌ରେ ଉତ୍ତେଜନା ଲାଗି ରହିଥିଲା। ପରେ ପୁଲିସ୍ ଆସି ତାଙ୍କୁ ନେଇ ଯାଇଥିଲା।

ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ସଂପୂର୍ଣ୍ଣ ମିଛ ବୋଲି ପ୍ରଧାନଶିକ୍ଷକ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story