ପାରଳାଖେମୁଣ୍ଡି ବିଧାୟକଙ୍କ ମାଉସୀଙ୍କୁ ଆକ୍ରମଣ ଅଭିଯୋଗ

ପାରଳାଖେମୁଣ୍ଡି(ଓଡ଼ିଶା ରିପୋର୍ଟର): ପାରଳାଖେମୁଣ୍ଡିର ବିଧାୟକ କେ. ନାରାୟଣ ରାଓଙ୍କ ମାଉସୀଙ୍କୁ ଗତକାଲି ସନ୍ଧ୍ୟା ପ୍ରାୟ ୭ଟା ବେଳେ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ପାରଳାଖେମୁଣ୍ଡି ସହରର ଏରଦେଲା ସାହିରେ ଥିବା ଘରେ ଦୁର୍ବୃତ୍ତମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ବିଧାୟକ ଘରେ ନଥିବା ବେଳେ ଦୃର୍ବୃତ୍ତମାନେ ତାଙ୍କ ମାଉସୀଙ୍କୁ ଆକ୍ରମଣ କରିଥିବା ଜଣାପଡ଼ିଛି। ବିଧାୟକଙ୍କ ମାଉସୀଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଜଣାପଡ଼ିଛି। ପୁଲିସ ଘଟଣାର […]

Knife-attack

Knife-attack

Tapaswini Nayak
  • Published: Thursday, 26 November 2020
  • Updated: 26 November 2020, 10:53 AM IST

Sports

Latest News

ପାରଳାଖେମୁଣ୍ଡି(ଓଡ଼ିଶା ରିପୋର୍ଟର): ପାରଳାଖେମୁଣ୍ଡିର ବିଧାୟକ କେ. ନାରାୟଣ ରାଓଙ୍କ ମାଉସୀଙ୍କୁ ଗତକାଲି ସନ୍ଧ୍ୟା ପ୍ରାୟ ୭ଟା ବେଳେ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ପାରଳାଖେମୁଣ୍ଡି ସହରର ଏରଦେଲା ସାହିରେ ଥିବା ଘରେ ଦୁର୍ବୃତ୍ତମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ବିଧାୟକ ଘରେ ନଥିବା ବେଳେ ଦୃର୍ବୃତ୍ତମାନେ ତାଙ୍କ ମାଉସୀଙ୍କୁ ଆକ୍ରମଣ କରିଥିବା ଜଣାପଡ଼ିଛି।

ବିଧାୟକଙ୍କ ମାଉସୀଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଜଣାପଡ଼ିଛି। ପୁଲିସ ଘଟଣାର ତଦନ୍ତ କରୁଛି।

ସୂଚନାଯୋଗ୍ୟ, ପାରଳାଖେମୁଣ୍ଡି ବାସଭବନରେ ବିଧାୟକ ଓ ତାଙ୍କ ମାଉସୀ ରହନ୍ତି। ଗତକାଲି ବିଧାୟକ ଘରେ ନଥିବାରୁ ତାଙ୍କ ମାଉସୀ ଘରେ ଏକା ଥିଲେ। ଏହାର ସୁଯୋଗ ନେଇ ଦୃର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିଥିବା ଜଣାପଡିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story