Advertisment

ଏଟିଏମ୍‌ ତାଡ଼ି ନେଲେ ଦୁର୍ବୃତ୍ତ

ଯାଜପୁର(ଗୁଲାମ ଗସ): ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ଚଣ୍ଡିଖୋଲ ନିକଟରେ ଥିବା ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଏଟିଏମ୍‌କୁ ଦୁର୍ବୃତ୍ତମାନେ ତାଡ଼ି ନେଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏପରି କରିଥିବା ଜଣାପଡ଼ିଛି। ଆଜି ସକାଳେ ଏଟିଏମ୍ କାଉଣ୍ଟର ଭିତରେ ମେସିନ୍ ନ ଥିବା ଲୋକେ ଦେଖିବାକୁ ପାଇଥିଲେ। ଏନେଇ ପୁଲିସ୍‌କୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଥିବା ବେଳେ ଏଟିଏମ୍‌ରେ ୧୨ ହଜାର ୫୦୦ ଟଙ୍କା ଥିଲା ବୋଲି ବ୍ୟାଙ୍କ […]

ଏଟିଏମ୍‌ ତାଡ଼ି ନେଲେ ଦୁର୍ବୃତ୍ତ

atm-1

Advertisment

ଯାଜପୁର(ଗୁଲାମ ଗସ): ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ଚଣ୍ଡିଖୋଲ ନିକଟରେ ଥିବା ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଏଟିଏମ୍‌କୁ ଦୁର୍ବୃତ୍ତମାନେ ତାଡ଼ି ନେଇଥିବା ଅଭିଯୋଗ ହୋଇଛି।

Advertisment

ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏପରି କରିଥିବା ଜଣାପଡ଼ିଛି। ଆଜି ସକାଳେ ଏଟିଏମ୍ କାଉଣ୍ଟର ଭିତରେ ମେସିନ୍ ନ ଥିବା ଲୋକେ ଦେଖିବାକୁ ପାଇଥିଲେ। ଏନେଇ ପୁଲିସ୍‌କୁ ଖବର ଦେଇଥିଲେ।

ଘଟଣାସ୍ଥଳରେ ପୁଲିସ୍‌ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଥିବା ବେଳେ ଏଟିଏମ୍‌ରେ ୧୨ ହଜାର ୫୦୦ ଟଙ୍କା ଥିଲା ବୋଲି ବ୍ୟାଙ୍କ କର୍ତ୍ତୃପକ୍ଷ କହିଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe