ଖୋର୍ଦ୍ଧାରେ ଫୁଟିଲା ବୋମା

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ଦଧିମାଛଗାଡ଼ିଆ ଗାଁରେ ବୋମାମାଡ଼ ହୋଇଛି। ଏଥିରେ ଗୋଟିଏ ବୋଲେରୋ କ୍ଷତିଗ୍ରସ୍ତ ହୋଇ ଥିବା ବେଳେ ନିକଟରେ ଥିବା ଏକ ଘରର କବାଟ ଓ ଝରକା ମଧ୍ୟ ନଷ୍ଟ ହୋଇଛି। ତେବେ ଏଥିରେ କେହି ମୃତାହତ ହୋଇ ନାହାନ୍ତି। ଗତକାଲି ବିଳମ୍ବିତ ରାତିରେ ଏହି ବୋମା ମାଡ଼ ହୋଇଛି। ପୁଲିସ୍‌ ଘଟଣାର ଖୋଳତାଡ଼ ଆରମ୍ଭ କରିଛି। ଦୁଇ ଗୋଷ୍ଠୀ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକୁ କରି ଏହି ବୋମାମାଡ଼ […]

bomb

bomb

Jitendra Garnayak
  • Published: Friday, 08 March 2019
  • Updated: 08 March 2019, 10:06 AM IST

Sports

Latest News

ଖୋର୍ଦ୍ଧା (ବଳରାମ ଲେଙ୍କା): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ଦଧିମାଛଗାଡ଼ିଆ ଗାଁରେ ବୋମାମାଡ଼ ହୋଇଛି। ଏଥିରେ ଗୋଟିଏ ବୋଲେରୋ କ୍ଷତିଗ୍ରସ୍ତ ହୋଇ ଥିବା ବେଳେ ନିକଟରେ ଥିବା ଏକ ଘରର କବାଟ ଓ ଝରକା ମଧ୍ୟ ନଷ୍ଟ ହୋଇଛି। ତେବେ ଏଥିରେ କେହି ମୃତାହତ ହୋଇ ନାହାନ୍ତି।

ଗତକାଲି ବିଳମ୍ବିତ ରାତିରେ ଏହି ବୋମା ମାଡ଼ ହୋଇଛି। ପୁଲିସ୍‌ ଘଟଣାର ଖୋଳତାଡ଼ ଆରମ୍ଭ କରିଛି।

bomb1ଦୁଇ ଗୋଷ୍ଠୀ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକୁ କରି ଏହି ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ସରକାରୀ ଜମିରେ ଘର ତିଆରି କରିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ପୂର୍ବ ଶତ୍ରୁତା ଥିଲା।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story