Advertisment

ସରପଞ୍ଚଙ୍କ କାର ଉପରକୁ ବୋମାମାଡ଼

ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ବିରିଡ଼ି ଥାନା ଉକୁନ୍ଦରା ପଞ୍ଚାୟତର ସରପଞ୍ଚ ଚନ୍ଦ୍ରଶେଖର ଦାଶଙ୍କ କାର ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏଥିରେ ତାଙ୍କ କାରର କିଛି ଅଂଶ ଜଳି ଯାଇଛି। ଏନେଇ ଚନ୍ଦ୍ରଶେଖର ଥାନାରେ ଅଭିଯୋଗ କରିବା ପରେ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି। ଅଭିଯୋଗ ଅନୁସାରେ, ଦୁଇଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଚନ୍ଦ୍ରଶେଖରଙ୍କ ଘର ଉପରକୁ ବୋମାମାଡ଼ କରିଥିଲେ। ହେଲେ ବୋମାଟି ଘର ଆଗରେ ଥିବା କାର ଉପରେ ପଡ଼ିଥିଲା। ବୋମାମାଡ଼ […]

ଅଦ୍ୟତନ ହୋଇଛି
ସରପଞ୍ଚଙ୍କ କାର ଉପରକୁ ବୋମାମାଡ଼

car

Advertisment

ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ବିରିଡ଼ି ଥାନା ଉକୁନ୍ଦରା ପଞ୍ଚାୟତର ସରପଞ୍ଚ ଚନ୍ଦ୍ରଶେଖର ଦାଶଙ୍କ କାର ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଏଥିରେ ତାଙ୍କ କାରର କିଛି ଅଂଶ ଜଳି ଯାଇଛି।

Advertisment

ଏନେଇ ଚନ୍ଦ୍ରଶେଖର ଥାନାରେ ଅଭିଯୋଗ କରିବା ପରେ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।

ଅଭିଯୋଗ ଅନୁସାରେ, ଦୁଇଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଚନ୍ଦ୍ରଶେଖରଙ୍କ ଘର ଉପରକୁ ବୋମାମାଡ଼ କରିଥିଲେ। ହେଲେ ବୋମାଟି ଘର ଆଗରେ ଥିବା କାର ଉପରେ ପଡ଼ିଥିଲା। ବୋମାମାଡ଼ ପରେ ଦୁର୍ବୃତ୍ତମାନେ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe