ତହସିଲ ଅଫିସ ଜାଳିଦେଲେ

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ସମ୍ବଲପୁର ଜିଲ୍ଲା ରେଙ୍ଗାଲି ତହସିଲ ଅଫିସରେ ଅଗ୍ନିକାଣ୍ଡ ଘଟି ସମସ୍ତ କାଗଜପତ୍ର ଓ ଆସବାବପତ୍ର ପୋଡ଼ି ଯାଇଥିବା ଜଣାଯାଇଛି। ନିଆଁ ଲଗାଇବା ଅଭିଯୋଗରେ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ଖବର ପାଇ ରେଙ୍ଗାଲି ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହି ଅଗ୍ନିକାଣ୍ଡର ତହସିଲ କାର୍ଯ୍ୟାଳୟର ବହୁ ଆସବାବପତ୍ର ଜଳି ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଥିବା ଜଣାଯାଇଛି। ଜଣେ ଲୋକ ଆସି ନିଆଁ  ଲଗାଇ ଦେଇଥିବା ଖବର ପାଇଛୁ ବୋଲି […]

rengali-1

rengali-1

Niharika Rout
  • Published: Friday, 20 November 2020
  • Updated: 20 November 2020, 01:12 PM IST

Sports

Latest News

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ସମ୍ବଲପୁର ଜିଲ୍ଲା ରେଙ୍ଗାଲି ତହସିଲ ଅଫିସରେ ଅଗ୍ନିକାଣ୍ଡ ଘଟି ସମସ୍ତ କାଗଜପତ୍ର ଓ ଆସବାବପତ୍ର ପୋଡ଼ି ଯାଇଥିବା ଜଣାଯାଇଛି। ନିଆଁ ଲଗାଇବା ଅଭିଯୋଗରେ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।

ଖବର ପାଇ ରେଙ୍ଗାଲି ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହି ଅଗ୍ନିକାଣ୍ଡର ତହସିଲ କାର୍ଯ୍ୟାଳୟର ବହୁ ଆସବାବପତ୍ର ଜଳି ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଥିବା ଜଣାଯାଇଛି।

ଜଣେ ଲୋକ ଆସି ନିଆଁ  ଲଗାଇ ଦେଇଥିବା ଖବର ପାଇଛୁ ବୋଲି କହିଛନ୍ତି ରେଙ୍ଗାଲି ତହସିଲଦାର। ତେବେ ଯୁବକଜଣକ କ’ଣ ପାଇଁ ଏପରି କାଣ୍ଡ ଘଟାଇଲା ସେ ସମ୍ପର୍କରେ କିଛି ଜଣାପଡ଼ି ନ ଥିବା ତହସିଲଦାର କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story