ସମ୍ବଲପୁର(ଓଡ଼ିଶା ରିପୋର୍ଟର): ସମ୍ବଲପୁର ଜିଲ୍ଲା ରେଙ୍ଗାଲି ତହସିଲ ଅଫିସରେ ଅଗ୍ନିକାଣ୍ଡ ଘଟି ସମସ୍ତ କାଗଜପତ୍ର ଓ ଆସବାବପତ୍ର ପୋଡ଼ି ଯାଇଥିବା ଜଣାଯାଇଛି। ନିଆଁ ଲଗାଇବା ଅଭିଯୋଗରେ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।
ଖବର ପାଇ ରେଙ୍ଗାଲି ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏହି ଅଗ୍ନିକାଣ୍ଡର ତହସିଲ କାର୍ଯ୍ୟାଳୟର ବହୁ ଆସବାବପତ୍ର ଜଳି ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଥିବା ଜଣାଯାଇଛି।
ଜଣେ ଲୋକ ଆସି ନିଆଁ ଲଗାଇ ଦେଇଥିବା ଖବର ପାଇଛୁ ବୋଲି କହିଛନ୍ତି ରେଙ୍ଗାଲି ତହସିଲଦାର। ତେବେ ଯୁବକଜଣକ କ’ଣ ପାଇଁ ଏପରି କାଣ୍ଡ ଘଟାଇଲା ସେ ସମ୍ପର୍କରେ କିଛି ଜଣାପଡ଼ି ନ ଥିବା ତହସିଲଦାର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି। ଏ
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।
Crime
ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।