କ୍ଷେପଣାସ୍ତ୍ର ସ୍ୟାଣ୍ଟର ସଫଳ ପରୀକ୍ଷଣ

ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ଟ୍ୟାଙ୍କ ବିଧ୍ୱଂସୀ କ୍ଷେପଣାସ୍ତ୍ର ସ୍ୟାଣ୍ଟ ବା ସ୍ପାଇକ୍ ଆଣ୍ଟି ଗାଇଡେଡ୍ ମିଜାଇଲର ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିସ୍ଥିତ ୩ ନମ୍ବର ଲଞ୍ଚପ୍ୟାଡରୁ ସ୍ୟାଣ୍ଟର ପରୀକ୍ଷଣ କରାଯାଇଥିଲା। ଆକାଶରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ଏହି ମିଜାଇଲ ଆଜି ଦିନ ୧୧.୩୦ରୁ ୩୫ ମିନିଟ୍ ସମୟ ମଧ୍ୟରେ ପରୀକ୍ଷଣ କରାଯାଇଥିଲା। ଏହି କ୍ଷେପଣାସ୍ତ୍ର ଆକାଶ ମାର୍ଗରୁ ଭୂପୃଷ୍ଠକୁ ନିକ୍ଷେପ ହୋଇଥାଏ। କ୍ଷେପଣାସ୍ତ୍ର ସ୍ୟାଣ୍ଟ ନିକଟରେ ଶତ୍ରୁ ପକ୍ଷର ଟ୍ୟାଙ୍କ ଧ୍ୱଂସ କରିବା କ୍ଷମତା […]

missile

missile

Ranjit Kumar Jena
  • Published: Monday, 19 October 2020
  • Updated: 19 October 2020, 02:50 PM IST

Sports

Latest News

ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ଟ୍ୟାଙ୍କ ବିଧ୍ୱଂସୀ କ୍ଷେପଣାସ୍ତ୍ର ସ୍ୟାଣ୍ଟ ବା ସ୍ପାଇକ୍ ଆଣ୍ଟି ଗାଇଡେଡ୍ ମିଜାଇଲର ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିସ୍ଥିତ ୩ ନମ୍ବର ଲଞ୍ଚପ୍ୟାଡରୁ ସ୍ୟାଣ୍ଟର ପରୀକ୍ଷଣ କରାଯାଇଥିଲା। ଆକାଶରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା ଏହି ମିଜାଇଲ ଆଜି ଦିନ ୧୧.୩୦ରୁ ୩୫ ମିନିଟ୍ ସମୟ ମଧ୍ୟରେ ପରୀକ୍ଷଣ କରାଯାଇଥିଲା।

ଏହି କ୍ଷେପଣାସ୍ତ୍ର ଆକାଶ ମାର୍ଗରୁ ଭୂପୃଷ୍ଠକୁ ନିକ୍ଷେପ ହୋଇଥାଏ। କ୍ଷେପଣାସ୍ତ୍ର ସ୍ୟାଣ୍ଟ ନିକଟରେ ଶତ୍ରୁ ପକ୍ଷର ଟ୍ୟାଙ୍କ ଧ୍ୱଂସ କରିବା କ୍ଷମତା ରହିଛି। କ୍ଷେପଣାସ୍ତ୍ର ସ୍ୟାଣ୍ଟର ଲକ୍ଷ୍ୟଭେଦ କ୍ଷମତା ୨୦ କିଲୋମିଟର। ଏହାକୁ ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନ ଓ ଭାରତୀୟ ବାୟୁସେନା ମିଳିତ ଭାବେ ତିଆରି କରିଛନ୍ତି।

ଏହା ଶତୃପକ୍ଷର ରାଡାରର ଗତିବିଧିକୁ ଲକ୍ଷ୍ୟ କରି ଅତି ସହଜରେ ଲକ୍ଷ ଭେଦ କରିପାରେ। ଏହାର ପ୍ରଥମ ପରୀକ୍ଷା ଫୋଖରାନରେ କରାଯାଇଥିଲା। ଏହାକୁ ଆକାଶ ମାର୍ଗରୁ ହେଲିକପ୍ଟର କିମ୍ବା ଫାଇଟର ଜେଟରୁ ପରୀକ୍ଷା କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story