ଛେଳି ଚରାଇବାକୁ ଯାଇ ନିଖୋଜ ଥିଲେ; ଆଜି ମିଳିଲା ମୃତଦେହ

କାମାକ୍ଷାନଗର (ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ଡମୋଳ ଗାଁ ନିକଟ ଜଙ୍ଗଲରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ବୁଧେଇ ବେହେରା। ସେ ଡମୋଳ ଗାଁରେ ବୋଲି ଜଣାପଡ଼ିଛି। ଗତକାଲି ବୁଧେଇ ଛେଳି ଚରାଇବାକୁ ଜଙ୍ଗଲକୁ ଯାଇ ଆଉ ଫେରି ନଥିଲେ। ପରିବାର ଲୋକେ ତାଙ୍କୁ ବହୁତ ଖୋଜାଖୋଜି କରିଥିଲେ,  ହେଲେ ପାଇ ନଥିଲେ। ଆଜି ତାଙ୍କ ମୃତଦେହ ଜଙ୍ଗଲରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପରିବାର ଲୋକଙ୍କୁ ଖବର […]

deadbody

deadbody

Tapaswini Nayak
  • Published: Sunday, 15 December 2019
  • Updated: 15 December 2019, 11:26 AM IST

Sports

Latest News

କାମାକ୍ଷାନଗର (ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ଡମୋଳ ଗାଁ ନିକଟ ଜଙ୍ଗଲରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ବୁଧେଇ ବେହେରା। ସେ ଡମୋଳ ଗାଁରେ ବୋଲି ଜଣାପଡ଼ିଛି।

ଗତକାଲି ବୁଧେଇ ଛେଳି ଚରାଇବାକୁ ଜଙ୍ଗଲକୁ ଯାଇ ଆଉ ଫେରି ନଥିଲେ। ପରିବାର ଲୋକେ ତାଙ୍କୁ ବହୁତ ଖୋଜାଖୋଜି କରିଥିଲେ,  ହେଲେ ପାଇ ନଥିଲେ। ଆଜି ତାଙ୍କ ମୃତଦେହ ଜଙ୍ଗଲରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପରିବାର ଲୋକଙ୍କୁ ଖବର ଦେଇଥିଲେ।

ବୁଧେଇଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ଖବର ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story