Advertisment

ପୋଲସରା ବିଧାୟକଙ୍କୁ କରୋନା

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଶ୍ରୀକାନ୍ତଙ୍କ ପତ୍ନୀ ମଧ୍ୟ କରୋନା ପଜିଟିଭ ଆସିଥିବା ସୂଚନା ମିଳିଛି। ଉଭୟଙ୍କୁ କରୋନା ନେଇ ବିଧାୟକ ଶ୍ରୀକାନ୍ତ ସାହୁ ସୂଚନା ଦେଇଛନ୍ତି। ପୂର୍ବରୁ ରାଜ୍ୟର ୩ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ନିଳଗିରି ବିଧାୟକ ସୁକାନ୍ତ ନାୟକ ସୁସ୍ଥ ହୋଇ ଫେରି ସାରିଲେଣି।

ଅଦ୍ୟତନ ହୋଇଛି
ପୋଲସରା ବିଧାୟକଙ୍କୁ କରୋନା

polsara-1

Advertisment

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଶ୍ରୀକାନ୍ତଙ୍କ ପତ୍ନୀ ମଧ୍ୟ କରୋନା ପଜିଟିଭ ଆସିଥିବା ସୂଚନା ମିଳିଛି। ଉଭୟଙ୍କୁ କରୋନା ନେଇ ବିଧାୟକ ଶ୍ରୀକାନ୍ତ ସାହୁ ସୂଚନା ଦେଇଛନ୍ତି।

Advertisment

ପୂର୍ବରୁ ରାଜ୍ୟର ୩ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ନିଳଗିରି ବିଧାୟକ ସୁକାନ୍ତ ନାୟକ ସୁସ୍ଥ ହୋଇ ଫେରି ସାରିଲେଣି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe