ଦୁର୍ଘଟଣାରେ ପୂର୍ବତନ ବିଧାୟକ ଅରୁଣ ଦେ ଆହତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସିମୁଳିଆ କଲେଜ ନିକଟରେ ବାଲେଶ୍ୱରର ପୂର୍ବତନ ବିଧାୟକ ଅରୁଣ ଦେ କାର ଦୁର୍ଘଟଣାରେ ଆହତ ହୋଇଛନ୍ତି। ତାଙ୍କୁ ସିମୁଳିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ଅରୁଣଙ୍କ  ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି। ଅରୁଣ କାରରେ ଭୁବନେଶ୍ୱରରୁ ବାଲେଶ୍ୱର ଆସୁଥିବାବେଳେ ୫ନମ୍ବର ଜାତୀୟ ରାଜପଥ ସିମୁଳିଆ କଲେଜ ନିକଟରେ କାରଟି ଭାରସାମ୍ୟ ହରାଇ ନଈଝୋଡିକୁ ଖସିପଡ଼ିଥିଲା। ସ୍ଥାନୀୟ ଗ୍ରାମବାସୀ  ଅରୁଣଙ୍କୁ ଉଦ୍ଧାର କରି ସିମୁଳିଆ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

balasore

balasore

Rakesh Mallick
  • Published: Wednesday, 02 November 2016
  • Updated: 02 November 2016, 01:53 PM IST

Sports

Latest News

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସିମୁଳିଆ କଲେଜ ନିକଟରେ ବାଲେଶ୍ୱରର ପୂର୍ବତନ ବିଧାୟକ ଅରୁଣ ଦେ କାର ଦୁର୍ଘଟଣାରେ ଆହତ ହୋଇଛନ୍ତି। ତାଙ୍କୁ ସିମୁଳିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ଅରୁଣଙ୍କ  ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି।

ଅରୁଣ କାରରେ ଭୁବନେଶ୍ୱରରୁ ବାଲେଶ୍ୱର ଆସୁଥିବାବେଳେ ୫ନମ୍ବର ଜାତୀୟ ରାଜପଥ ସିମୁଳିଆ କଲେଜ ନିକଟରେ କାରଟି ଭାରସାମ୍ୟ ହରାଇ ନଈଝୋଡିକୁ ଖସିପଡ଼ିଥିଲା। ସ୍ଥାନୀୟ ଗ୍ରାମବାସୀ  ଅରୁଣଙ୍କୁ ଉଦ୍ଧାର କରି ସିମୁଳିଆ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story