ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ଥର ପାଇଁ ରାଜ୍ୟର ଜଣେ ବିଧାୟକଙ୍କୁ କରୋନା ହୋଇଥିବା ସୂଚନା ମିଳିଛି। ବାଲେଶ୍ୱର ଜିଲ୍ଲାର ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ରିପୋର୍ଟ ପଜିଟିଭ ଆସିଥିବା ନେଇ ସଂପୃକ୍ତ ବିଧାୟକ ସୂଚନା ଦେଇଛନ୍ତି।
ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୨ରେ ପହଞ୍ଚିଥିବା ବେଳେ ୩୨୪ ଜଣ ସୁସ୍ଥ ହୋଇ ସାରିଲେଣି। ୮୬ ଜଣ ଚିକିତ୍ସାଧୀନ ଅଛନ୍ତି।
ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୯୫୨୬ରେ ପହଞ୍ଚିଥିବା ବେଳେ ୬୨୨୪ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ରାଜ୍ୟରେ ଏବେ ୩୨୫୪ ଆକ୍ଟିଭ କେସ୍ ରହିଛି। ଏଯାବତ କରୋନା ଯୋଗୁ ରାଜ୍ୟରେ ୩୮ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।