Advertisment

ଓଡ଼ିଶାର ଜଣେ ବିଧାୟକଙ୍କୁ କରୋନା

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ଥର ପାଇଁ ରାଜ୍ୟର ଜଣେ ବିଧାୟକଙ୍କୁ କରୋନା ହୋଇଥିବା ସୂଚନା ମିଳିଛି। ବାଲେଶ୍ୱର ଜିଲ୍ଲାର ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ରିପୋର୍ଟ ପଜିଟିଭ ଆସିଥିବା ନେଇ ସଂପୃକ୍ତ ବିଧାୟକ ସୂଚନା ଦେଇଛନ୍ତି। ବାଲେଶ୍ୱରରେ କରୋନା  ଆକ୍ରାନ୍ତଙ୍କ ସଂଖ୍ୟା ୪୧୨ରେ ପହଞ୍ଚିଥିବା ବେଳେ ୩୨୪ ଜଣ ସୁସ୍ଥ ହୋଇ ସାରିଲେଣି। ୮୬ ଜଣ  ଚିକିତ୍ସାଧୀନ ଅଛନ୍ତି। ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୯୫୨୬ରେ ପହଞ୍ଚିଥିବା ବେଳେ ୬୨୨୪ଜଣ ସୁସ୍ଥ ହୋଇ […]

ଅଦ୍ୟତନ ହୋଇଛି
ଗଞ୍ଜାମରେ ଆଉ ୫୦ କରୋନା ଆକ୍ରାନ୍ତ ଚିହ୍ନଟ

corona-1

Advertisment

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ଥର ପାଇଁ ରାଜ୍ୟର ଜଣେ ବିଧାୟକଙ୍କୁ କରୋନା ହୋଇଥିବା ସୂଚନା ମିଳିଛି। ବାଲେଶ୍ୱର ଜିଲ୍ଲାର ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ରିପୋର୍ଟ ପଜିଟିଭ ଆସିଥିବା ନେଇ ସଂପୃକ୍ତ ବିଧାୟକ ସୂଚନା ଦେଇଛନ୍ତି।

Advertisment

ବାଲେଶ୍ୱରରେ କରୋନା  ଆକ୍ରାନ୍ତଙ୍କ ସଂଖ୍ୟା ୪୧୨ରେ ପହଞ୍ଚିଥିବା ବେଳେ ୩୨୪ ଜଣ ସୁସ୍ଥ ହୋଇ ସାରିଲେଣି। ୮୬ ଜଣ  ଚିକିତ୍ସାଧୀନ ଅଛନ୍ତି।

ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୯୫୨୬ରେ ପହଞ୍ଚିଥିବା ବେଳେ ୬୨୨୪ଜଣ ସୁସ୍ଥ ହୋଇ ସାରିଲେଣି। ଏହାବ୍ୟତୀତ ରାଜ୍ୟରେ ଏବେ ୩୨୫୪ ଆକ୍ଟିଭ କେସ୍‌ ରହିଛି। ଏଯାବତ କରୋନା ଯୋଗୁ ରାଜ୍ୟରେ ୩୮ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe