ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଏମ୍ଏଲ୍ଏ କ୍ୱାର୍ଟର୍ସରେ ବୁଲିଲା ବୁଲଡୋଜର। ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ନିକଟରେ ଥିବା ଏମ୍ଏଲ୍ଏ କ୍ୱାର୍ଟର୍ସ ଉଚ୍ଛେଦ ପ୍ରକ୍ରିୟା । ଗୋଟିଏ କ୍ୱାର୍ଟର୍ସର କିଛି ଅଂଶ ଆଜି ଉଚ୍ଛେଦ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୪୨ଟି କ୍ୱାର୍ଟର୍ସ ଚିହ୍ନଟ କରାଯାଇଛି। ତା’ମଧ୍ୟରୁ ୨୩ଟି ଖାଲି ଅଛି। ତେଣୁ ଖାଲିଥିବା ୨୩ଟି କ୍ୱାର୍ଟର୍ସ ପ୍ରଥମେ ଭଙ୍ଗାଯିବ।
ଏଥିପାଇଁ କ୍ୱାର୍ଟର୍ସରେ ଥିବା ପାଣି ଓ ବିଜୁଳି ସଂଯୋଗ କାଟିବା ପ୍ରକ୍ରିୟା ଚାଲିଛି । ବିଧାନସଭା ନିକଟରେ ୨୦ ଏକର ଜମି ଉପରେ ୭୨ଟି କ୍ୱାର୍ଟର୍ସ ରହିଛି । ଏଥିରୁ ୧୨ ଏକର ଜମି ଉପରେ ବିଧାୟକଙ୍କ ରହିବା ପାଇଁ ୮ଟି ବ୍ଲକ ବିଶିଷ୍ଟ ଆପାର୍ଟମେଣ୍ଟ ନିର୍ମାଣ ହେବ। ପୂର୍ବରୁ ଘର ଖାଲି କରିବାକୁ ବିଧାୟକମାନଙ୍କୁ ବାଚସ୍ପତି ନୋଟିସ ଜାରି କରିଥିଲେ। ତେବେ ନୋଟିସ ସତ୍ତ୍ୱେ ଏବେ ବି ବହୁ ବିଧାୟକ ଘର ଖାଲି କରିନଥିବା ସୂଚନା ମିଳିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାତି ଅନ୍ଧାରରେ ପହାଡ଼ ଉପରେ ଚାଲିଥିଲା ଜୁଆ ଖେଳ; ତା’ପରେ...
ରବିବାର ବିଳମ୍ୱିତ ରାତିରେ କୁମୁଡ଼ା ପାହାଡରେ ଚାଲିଥିଲା ଜୁଆ ଖେଳ। ଜୁଆଡିମାନେ ଜୁଆ ଖେଳରେ ମାତିଥିଲେ। ଏ ସମ୍ପର୍କରେ ଟିଟିଲାଗଡ ଥାନା ଅଧିକାରୀ ବିଶ୍ୱଜିତ ମନବୋଧ ଖବର ପାଇଥିଲେ।
Politics
ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି
ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିର ଏହା ପ୍ରଥମ ସମାବେଶ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଯୋଗଦେଲେ ସମସ୍ତ ବିଧାୟକ, ସାଂସଦ ଓ ବରିଷ୍ଠ ନେତା। ନାଟକ କରୁଛନ୍ତି କହିଲା ବିଜେପି।
Crime
୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍ପି
ଆଜି ସନ୍ଧ୍ୟା ସୁଦ୍ଧା଼ ପୂରା ଘଟଣା ଉପରୁ ପରଦା ହଟିବ ଓ ଏହି ହତ୍ୟାକାଣ୍ଡ ପଛରେ କେଉଁମାନେ ଅଛନ୍ତି ତଥା ସେମାନଙ୍କ ଉଦ୍ଦେଶ୍ୟ କ’ଣ ତାହା ସର୍ବସମ୍ମୁଖକୁ ଆସିବ ବୋଲି କହିଛନ୍ତି ଏସ୍ପି।
Accident
ଗଛରେ ପିଟିହେଲା ବାଇକ୍, ଆଖି ବୁଜିଲେ ପିଜି ଛାତ୍ର
ୟୁନିଭରସିଟି ପରିସରରେ ଗଛରେ ପିଟିହେଲା ବାଇକ୍। ବାଇକ୍ରୁ ଛିଟିକି ପଡ଼ିଗଲେ ଛାତ୍ର। ଆଉ ଘଟଣାସ୍ଥଳରେ ଚାଲିଗଲା ଜୀବନ।
Crime
ଉଜୁଡ଼ିଗଲା ଫସଲ; ହୃଦଘାତରେ ଟଳି ପଡ଼ିଲେ ଚାଷୀ
ଦାଉ ସାଧିଲା ଅଦିନିଆ ବର୍ଷା । ଉଜୁଡ଼ିଗଲା ଫସଲ। ବର୍ଷ ଯାକର ପରିଶ୍ରମ ପାଣିରେ ପଡ଼ିଲା। ଏହା ଦେଖି ସହ୍ୟ କରିବା କଷ୍ଟକର ହେଲା ଆଉ ଶେଷରେ ହୃଦଘାତରେ ଟଳି ପଡ଼ିଲେ ଚାଷୀ।