ଦିଶା ବୈଠକରେ 5T ଝଡ଼। କେନ୍ଦ୍ରର ଟଙ୍କା, 5Tର ପୋଷ୍ଟର। ଦୁର୍ନୀତି ବିରୋଧରେ ବିଧାୟକଙ୍କ ଆଟାକ୍ । 5Tର ଗୁମର ଖୋଲିଲେ ଉମରକୋଟ ବିଧାୟକ। କହିଲେ ସରକାର ଯୋଜନା ଫଳକରେ ରହୁନି ବିଧାୟକଙ୍କ ନାଁ। ପାଣ୍ଡିଆନଙ୍କ ପାଇଁ ଚେୟାର ସଜାଉଛନ୍ତି ନେତା ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରେଭେନ୍ସା ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କ ବିରୋଧରେ ଏତଲା ଦେଲେ ଜିଲ୍ଲାପାଳ
୨୦୧୯ ମସିହାରେ ନିର୍ବାଚନ ସମୟରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ଓଡ଼ିଆ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ବିଜୟ ଲକ୍ଷ୍ମୀ ଦାଶ ଛୁଟି ପାଇଁ ଆବେଦନ କରିଥିଲେ।
Miscellaneous
ଟାଙ୍ଗୀ ରେଞ୍ଜରେ ହାତୀ ଆତଙ୍କ; ଲୋକେ ଭୟଭୀତ
୩୦ ଟିକିଆ ହାତୀପଲ ଆଜି (ବୁଧବାର) ସକାଳେ ଟାଙ୍ଗୀ ବ୍ଲକ୍ ଅଚ୍ୟୁତପୁର ରାସ୍ତା ପାର ହୋଇ ନିକଟସ୍ଥ ଜଙ୍ଗଲ ଭିତରକୁ ଯାଇଛନ୍ତି। ହାତୀପଲଙ୍କ ଉପରେ ନଜର ରଖି ଅନ୍ୟ ଜଙ୍ଗଲ ଆଡ଼କୁ ଘଉଡାଇ ନେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।
Crime
କାର୍ ଡିଲରସିପ୍ କରାଇଦେବାକୁ କହି ୪୦ ଲକ୍ଷ ଟଙ୍କା ନେଇଗଲେ
କଟକ ସିଡିଏ ସେକ୍ଟର ୯ ଅଞ୍ଚଳର ଜଣେ ବ୍ୟବସାୟୀ ‘କିଆ’ କମ୍ପାନୀର କାର ଡିଲରସିପ୍ ସମ୍ବଲପୁର କରିବାକୁ ଚାହୁଁଥିଲେ। ଏଥିପାଇଁ ସେ ଗୁଗଲ୍ରେ ସର୍ଚ୍ଚକରି ଗୋଟିଏ ଟେଲିଫୋନ୍ ନମ୍ୱର ପାଇଥିଲେ।
Miscellaneous
ଦୁଇ ମାସରେ ସରିବ ଆବାସ ସର୍ଭେ
ମନ୍ତ୍ରୀ ଶ୍ରୀ ନାଏକ ବିଭାଗୀୟ ଟ୍ରେନରମାନେ ଗାଁ ଗାଁରେ ଲୋକଙ୍କୁ ଡାକି ସଚେତନ କରୁଛନ୍ତି। ଯିଏ ବଞ୍ଚିତ ହୋଇଛନ୍ତି, ଗରିବ ଅଛନ୍ତି, ସେମାନଙ୍କୁ ସାମିଲ କରାଯାଉଛି। ପୂର୍ବ ସରକାରରେ ଆକ୍ରୋଶ ମୂଳକ ଭାବେ ରାଜନୈତିକ ଅଭିସନ୍ଧି ରଖି ଗରିବମାନଙ୍କୁ ଆବାସ ତାଲିକାରୁ କାଟି ଦିଆଯାଉଥିଲା।
Weather
୨୧ ତାରିଖ ଯାଏଁ ବର୍ଷା! ଚିନ୍ତାରେ ଚାଷୀ
ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେପଟେ ବର୍ଷା ହେଲେ ଏକର ଏକର ଫସଲର ଧାନ ନଷ୍ଟ ହେବା ଆଶଙ୍କାରେ ଚାଷୀ।