ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଏନେଇ ନିଜେ ସୌମ୍ୟରଞ୍ଜନ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ମୁଁ ଆଜି କରୋନା ପଜିଟିଭ ହେଇଥିବା କଥା ଜଣା ପଡ଼ିଛି । ମୁଁ ସୁସ୍ଥ ଅଛି । ଗତ ସପ୍ତାହରେ ମୋ ସଂସ୍ପର୍ଶରେ ଆସିଥିବା ବନ୍ଧୁମାନଙ୍କୁ ଡାକ୍ତରୀ ପରାମର୍ଶ ନେବାପାଇଁ ଅନୁରୋଧ କରୁଛି । — Soumya Ranjan Patnaik (@SoumyaSambad) August 11, 2020 ସେ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, […]

uyyy

uyyy

Tapaswini Nayak
  • Published: Tuesday, 11 August 2020
  • Updated: 11 August 2020, 01:54 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଏନେଇ ନିଜେ ସୌମ୍ୟରଞ୍ଜନ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି।

ସେ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଆଜି ରିପୋର୍ଟ ପଜିଟିଭ ଆସିଛି। ମୁଁ ସୁସ୍ଥ ଅଛି। ହେଲେ ମୋ ସଂସ୍ପର୍ଶରେ ଆସିଥିବା ବନ୍ଧୁମାନେ  ଡାକ୍ତରଙ୍କ ପରାମର୍ଶ କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos