ଆଜିଠୁ ଗଡ଼ିବ ମୋ ବସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୀର୍ଘ ଦିନର ବ୍ୟବଧାନ ପରେ ଆଜିଠୁ ଆରମ୍ଭ ହେବ ମୋ ବସ ସେବା। ହେଲେ ପ୍ରଥମ ପର୍ଯ୍ୟାୟରେ ଓଡିଶା ବାହାରୁ ଆସୁଥିବା ଲୋକଙ୍କ ପାଇଁ ଏହି ସେବା ଉପଲବ୍ଧ ହେବ। ଭୁବନେଶ୍ୱର ଆନ୍ତର୍ଜାତିକ ବିମାନ ବନ୍ଦର ଓ ରେଳ ଷ୍ଟେସନରୁ ଆସୁଥିବା ଯାତ୍ରୀଙ୍କ ନିମନ୍ତେ ଏହି ସେବା ଉଦ୍ଦିଷ୍ଟ ରହିବ । ଭୁବନେଶ୍ୱର, କଟକ ଓ ଖୋର୍ଦ୍ଧା ସହ ଏହା ଯାତ୍ରୀମାନଙ୍କୁ ଯୋଡିବ ବୋଲି କ୍ରୁଟର ମହାପ୍ରବନ୍ଧକ ଦିପ୍ତୀ ମହାପାତ୍ର ସୂଚନା ଦେଇଛନ୍ତି । […]

mo-bus

mo-bus

Niharika Rout
  • Published: Thursday, 14 May 2020
  • Updated: 14 May 2020, 09:52 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦୀର୍ଘ ଦିନର ବ୍ୟବଧାନ ପରେ ଆଜିଠୁ ଆରମ୍ଭ ହେବ ମୋ ବସ ସେବା। ହେଲେ ପ୍ରଥମ ପର୍ଯ୍ୟାୟରେ ଓଡିଶା ବାହାରୁ ଆସୁଥିବା ଲୋକଙ୍କ ପାଇଁ ଏହି ସେବା ଉପଲବ୍ଧ ହେବ। ଭୁବନେଶ୍ୱର ଆନ୍ତର୍ଜାତିକ ବିମାନ ବନ୍ଦର ଓ ରେଳ ଷ୍ଟେସନରୁ ଆସୁଥିବା ଯାତ୍ରୀଙ୍କ ନିମନ୍ତେ ଏହି ସେବା ଉଦ୍ଦିଷ୍ଟ ରହିବ ।

ଭୁବନେଶ୍ୱର, କଟକ ଓ ଖୋର୍ଦ୍ଧା ସହ ଏହା ଯାତ୍ରୀମାନଙ୍କୁ ଯୋଡିବ ବୋଲି କ୍ରୁଟର ମହାପ୍ରବନ୍ଧକ ଦିପ୍ତୀ ମହାପାତ୍ର ସୂଚନା ଦେଇଛନ୍ତି । ଯାତ୍ରା ସମୟରେ କିନ୍ତୁ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ସେ ଅପିଲ କରିଛନ୍ତି। ଯାତ୍ରୀ ଓ ବସ୍ କର୍ମଚାରୀଙ୍କ ସୁରକ୍ଷାକୁ ନଜରରେ ରଖି ପ୍ରତିଦିନ ପ୍ରତ୍ୟେକ ବସ୍‌ର ବିଶୋଧନ କରାଯାଉଛି । ଯାତ୍ରା ସମୟରେ ସମସ୍ତ ଯାତ୍ରୀଙ୍କୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ମାସ୍କ ନଥିଲେ ବସରେ ଯାତ୍ରା କରିବାକୁ ଅନୁମତି ମିଳିବ ନାହିଁ ବୋଲି ସୂଚନା ମିଳିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story