ଆଜିଠାରୁ ଚାଲିବ ‘ମୋ ବସ୍’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠାରୁ ଚାଲିବ ‘ମୋ ବସ୍’। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ଓ କଟକରେ ୭ଟି ରୁଟ୍‌ରେ ‘ମୋ ବସ୍’ ଗଡ଼ିବ। ସେହି ରୁଟଗୁଡ଼ିକ ହେଲା- ଏୟାରପୋର୍ଟରୁ କଟକ ସିଡିଏ, ନନ୍ଦନବିହାରରୁ ଲିଙ୍ଗିପୁର, ମାଷ୍ଟରକ୍ୟାଣ୍ଟିନରୁ ସିଡିଏ ଭାୟା ରସୁଲଗଡ଼, ମାଷ୍ଟରକ୍ୟାଣ୍ଟିନରୁ ଖୋର୍ଦ୍ଧା, ମାଷ୍ଟରକ୍ୟାଣ୍ଟିନରୁ ସମ୍ ହସ୍ପିଟାଲ୍, ଡୁମୁଡୁମାରୁ ମଞ୍ଚେଶ୍ୱର ଓ ମାଷ୍ଟରକ୍ୟାଣ୍ଟିନରୁ ଏମ୍ସ। ଏସବୁ ରୁଟ୍‌ରେ ବିନା ଶୀତତାପ ନିୟନ୍ତ୍ରିତ ‘ମୋ ବସ୍’ ହିଁ ଚଳାଚଳ କରିବ। ସମସ୍ତ ବସ୍ ସକାଳ ୭ଟାରୁ ସଂଧ୍ୟା ୭ଟା […]

6666

6666

Tapaswini Nayak
  • Published: Tuesday, 26 May 2020
  • Updated: 26 May 2020, 09:21 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠାରୁ ଚାଲିବ ‘ମୋ ବସ୍’। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ଓ କଟକରେ ୭ଟି ରୁଟ୍‌ରେ ‘ମୋ ବସ୍’ ଗଡ଼ିବ। ସେହି ରୁଟଗୁଡ଼ିକ ହେଲା- ଏୟାରପୋର୍ଟରୁ କଟକ ସିଡିଏ, ନନ୍ଦନବିହାରରୁ ଲିଙ୍ଗିପୁର, ମାଷ୍ଟରକ୍ୟାଣ୍ଟିନରୁ ସିଡିଏ ଭାୟା ରସୁଲଗଡ଼, ମାଷ୍ଟରକ୍ୟାଣ୍ଟିନରୁ ଖୋର୍ଦ୍ଧା, ମାଷ୍ଟରକ୍ୟାଣ୍ଟିନରୁ ସମ୍ ହସ୍ପିଟାଲ୍, ଡୁମୁଡୁମାରୁ ମଞ୍ଚେଶ୍ୱର ଓ ମାଷ୍ଟରକ୍ୟାଣ୍ଟିନରୁ ଏମ୍ସ।

ଏସବୁ ରୁଟ୍‌ରେ ବିନା ଶୀତତାପ ନିୟନ୍ତ୍ରିତ ‘ମୋ ବସ୍’ ହିଁ ଚଳାଚଳ କରିବ। ସମସ୍ତ ବସ୍ ସକାଳ ୭ଟାରୁ ସଂଧ୍ୟା ୭ଟା ଯାଏ ଯିବା ଆସିବା କରିବ। ବସ୍‌ରେ ଯାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଏହାଛଡ଼ା ବସ୍‌ରେ କେହି ଛିଡ଼ା ହୋଇ ଯାତ୍ରା କରିପାରିବେ ନାହିଁ। ଆହୁରି ମଧ୍ୟ ଟିକେଟର ସଠିକ୍ ମୂଲ୍ୟ ମୁତାବକ ଖୁଚୁରା ଦେବାକୁ ପଡ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story