ମୋବାଇଲ ବ୍ୟାଟେରୀ ଧରି ଖେଳୁଥିଲେ ୨ ଭାଇ, ହଠାତ୍‌ ଫାଟିଗଲା

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ସାମାନ୍ୟ ଅସାବଧାନତା କାଳ ହେଲା । ମୋବାଇଲ ବ୍ୟାଟେରୀ ଧରି ଖେଳୁ ଖେଳୁ ତାହା ଫାଟିଯିବାରୁ ୨ ଭାଇ ଗୁରୁତର ହୋଇଛନ୍ତି। ଏପରି ଅଘଟଣ ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ଧୋବଶିଲା ଗାଁରେ ଘଟିଛି। ସୂଚନା ଅନୁଯାୟୀ, ୨ ନାବାଳକ ଭାଇ ଏକ ମୋବାଇଲ ବ୍ୟାଟେରୀ ଧରି ଖେଳୁଥିଲେ। ହେଲେ ହଠାତ୍‌ ଏହା ଫାଟି ଯାଇଥିଲା। ଏହି ଦୁର୍ଘଟଣାରେ ୨ ଭାଇ ଗୁରୁତର ହୋଇଛନ୍ତି। ପରିବାର ଲୋକେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ବାଲେଶ୍ୱର ଜିଲ୍ଲା […]

blast

blast

Niharika Rout
  • Published: Saturday, 18 December 2021
  • Updated: 18 December 2021, 07:47 AM IST

Sports

Latest News

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ସାମାନ୍ୟ ଅସାବଧାନତା କାଳ ହେଲା । ମୋବାଇଲ ବ୍ୟାଟେରୀ ଧରି ଖେଳୁ ଖେଳୁ ତାହା ଫାଟିଯିବାରୁ ୨ ଭାଇ ଗୁରୁତର ହୋଇଛନ୍ତି। ଏପରି ଅଘଟଣ ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ଧୋବଶିଲା ଗାଁରେ ଘଟିଛି।

ସୂଚନା ଅନୁଯାୟୀ, ୨ ନାବାଳକ ଭାଇ ଏକ ମୋବାଇଲ ବ୍ୟାଟେରୀ ଧରି ଖେଳୁଥିଲେ। ହେଲେ ହଠାତ୍‌ ଏହା ଫାଟି ଯାଇଥିଲା। ଏହି ଦୁର୍ଘଟଣାରେ ୨ ଭାଇ ଗୁରୁତର ହୋଇଛନ୍ତି। ପରିବାର ଲୋକେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ମାତ୍ର ସେଠାରେ ଜଣଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story