ମୋବାଇଲ ବ୍ୟାଟେରୀ ଫାଟି ୨ ଭାଇ ଗୁରୁତର

ଖଲ୍ଲିକୋଟ (ଓଡ଼ିଶା ରିପୋର୍ଟର):ମୋବାଇଲ ବ୍ୟାଟେରୀ ଫାଟି ୨ ଭାଇ ଗୁରୁତର। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ନାଇକାଣିପାଲ୍ଲୀ ଗାଁରେ ଘଟିଛି ଏହି ଅଘଟଣ।  ଆଜି ଗାଁର ବସନ୍ତ ସ୍ୱାଇଁଙ୍କ ଦୁଇ ପୁଅ ମୋବାଇଲ ବ୍ୟାଟେରୀ ନେଇ ଘରେ ଖେଳୁଥିବା ବେଳେ ହଠାତ୍ ଏହା ଫାଟି ଯାଇଥିଲା। ଫଳରେ ଦୁଇ ଭାଇଙ୍କ ହାତ, ଗୋଡ ସହ ଶରୀରର ବିଭିନ୍ନ ଅଂଶରେ ଗୁରୁତର ଆଘାତ ଲାଗିଥିଲା। ପରିବାର ଲୋକେ ପ୍ରଥମେ ଦୁଇ ଭାଇଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି […]

c-9087

c-9087

Tapas Behera
  • Published: Wednesday, 20 November 2019
  • Updated: 20 November 2019, 04:30 PM IST

Sports

Latest News

ଖଲ୍ଲିକୋଟ (ଓଡ଼ିଶା ରିପୋର୍ଟର):ମୋବାଇଲ ବ୍ୟାଟେରୀ ଫାଟି ୨ ଭାଇ ଗୁରୁତର। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ନାଇକାଣିପାଲ୍ଲୀ ଗାଁରେ ଘଟିଛି ଏହି ଅଘଟଣ।  ଆଜି ଗାଁର ବସନ୍ତ ସ୍ୱାଇଁଙ୍କ ଦୁଇ ପୁଅ ମୋବାଇଲ ବ୍ୟାଟେରୀ ନେଇ ଘରେ ଖେଳୁଥିବା ବେଳେ ହଠାତ୍ ଏହା ଫାଟି ଯାଇଥିଲା।

ଫଳରେ ଦୁଇ ଭାଇଙ୍କ ହାତ, ଗୋଡ ସହ ଶରୀରର ବିଭିନ୍ନ ଅଂଶରେ ଗୁରୁତର ଆଘାତ ଲାଗିଥିଲା। ପରିବାର ଲୋକେ ପ୍ରଥମେ ଦୁଇ ଭାଇଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମାସକ ତଳେ ପାରାଦୀପରେ ମୋବାଇଲ୍‌ ଫୋନ୍‌ ବିସ୍ଫୋରଣରେ ଜଣେ ରାଜମିସ୍ତ୍ରୀଙ୍କ ମୃତ୍ୟୁ ଘଟିଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story