Advertisment

ମାଲକାନଗିରିରେ ମୋବାଇଲ ସେବା ଆରମ୍ଭ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରିର ସ୍ଵାଭିମାନ ଅଞ୍ଚଳରେ ଆରମ୍ଭ ହୋଇଛି ମୋବାଇଲ ସେବା । ହାନ୍ତାଳଗୁଡ଼ା, ପିପଲପଦର, ଯନ୍ତାପାଇ ଓ ଦାରଲାବେଡ଼ାରେ ମୋବାଇଲ ସେବା ଯୋଗାଇଛି  ଘରୋଇ କମ୍ପାନୀ ଏୟାରଟେଲ। ଏଥିରେ ପ୍ରାୟ ୩୦ ହଜାର ଲୋକ ଉପକୃତ ହେବେ। ପୂର୍ବରୁ ମୋବାଇଲ ସେବା ପାଇଁ ଏହି ଅଞ୍ଚଳର ଲୋକଙ୍କୁ ଚିତ୍ରକୋଣ୍ଡା ଆସିବାକୁ ପଡ଼ୁଥିଲା। ନକ୍ସଲଙ୍କ ନାଲି ଆଖି ଭୟରେ ଏହି ଅଞ୍ଚଳରେ ମୋବାଇଲ ସେବା ଆରମ୍ଭ ହୋଇପାରୁ ନ ଥିଲା। ପ୍ରଶାସନ ଓ ପୁଲିସର ସୁରକ୍ଷା ଯୋଗୁ […]

ମାଲକାନଗିରିରେ ମୋବାଇଲ ସେବା ଆରମ୍ଭ

mlkn

Advertisment

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରିର ସ୍ଵାଭିମାନ ଅଞ୍ଚଳରେ ଆରମ୍ଭ ହୋଇଛି ମୋବାଇଲ ସେବା । ହାନ୍ତାଳଗୁଡ଼ା, ପିପଲପଦର, ଯନ୍ତାପାଇ ଓ ଦାରଲାବେଡ଼ାରେ ମୋବାଇଲ ସେବା ଯୋଗାଇଛି  ଘରୋଇ କମ୍ପାନୀ ଏୟାରଟେଲ। ଏଥିରେ ପ୍ରାୟ ୩୦ ହଜାର ଲୋକ ଉପକୃତ ହେବେ।

Advertisment

ପୂର୍ବରୁ ମୋବାଇଲ ସେବା ପାଇଁ ଏହି ଅଞ୍ଚଳର ଲୋକଙ୍କୁ ଚିତ୍ରକୋଣ୍ଡା ଆସିବାକୁ ପଡ଼ୁଥିଲା। ନକ୍ସଲଙ୍କ ନାଲି ଆଖି ଭୟରେ ଏହି ଅଞ୍ଚଳରେ ମୋବାଇଲ ସେବା ଆରମ୍ଭ ହୋଇପାରୁ ନ ଥିଲା। ପ୍ରଶାସନ ଓ ପୁଲିସର ସୁରକ୍ଷା ଯୋଗୁ ଆଜି ସ୍ଵାଭିମାନ ଅଞ୍ଚଳରେ ମୋବାଇଲ ସେବା ଆରମ୍ଭ ହୋଇପାରିଛି। ପୂର୍ବରୁ ଗୁରୁପ୍ରିୟା ସେତୁ ଯୋଗୁ ଯୋଗାଯୋଗ ସମ୍ଭବ ହୋଇଥିବା ବେଳେ ଏବେ ମୋବାଇଲ ସୁବିଧା ସ୍ଵାଭିମାନ ଅଞ୍ଚଳବାସୀଙ୍କୁ ବିକାଶ ସହ ଯୋଡ଼ିଛି।

Malkangiri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe