ମୋଦକ ସେବନ ପରେ ସୁସ୍ଥ ହେଲେ ଶ୍ରୀଜିଉ

ପୁରୀ: ଶ୍ରୀମନ୍ଦିରେ ମହାଅଣସରରେ ଥିବା ଶ୍ରୀଜୀଉ ସୁସ୍ଥ ହୋଇଛନ୍ତି। ଗତକାଲି ତିନି ଠାକୁରଙ୍କୁ ଦଶମୂଳ ମୋଦକ ଲାଗି କରାଯାଇଥିଲା। ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପ୍ରଥମେ ବିଦ୍ଧି ମୁତାବକ ଖଳି ଲାଗି, ସର୍ବାଙ୍ଗ ଓ ତୁଳସୀ ଲାଗି  ହୋଇଥିଲା। ଏହାପରେ ରାଜବୈଦ୍ୟ ଦେଇଥିବା ଦଶମୂଳ ମୋଦକକୁ ପତିମହାପାତ୍ର ସେବାୟତ ଭୋଗ ଲଗାଇଥିଲେ। ମୋଦକ ସେବନ ପରେ ଶ୍ରୀଜୀଉ ସୁସ୍ଥ ହୋଇଛନ୍ତି। ଆଜି ରାଜପ୍ରସାଦ ବିଜେ ନୀତି ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ

ଦିନେ ସ୍କୁଲରେ ପିଲାଙ୍କୁ ପାଠ ପଢ଼ାଉଥିଲେ, ଆଜି ଦେଶ ଚଳାଇବେ

ଅମାନିଆଙ୍କ ପାଇଁ ଜାରି ହେଲା ହ୍ୱାଟ୍ସଆପ୍‌ ନମ୍ୱର

ଟେଲର ଦୋକାନରୁ ଘରେ ଚଳେ, ମୋ ପୁଅ ଆଇଏଏସ ପାଇଛି

କୋଭିଡ୍‌ ଯୋଦ୍ଧାଙ୍କ ସମ୍ମାନାର୍ଥେ କାଲି ସନ୍ଧ୍ୟାରେ ନୀରବ ପ୍ରାର୍ଥନା

ଆଜି ଓଡ଼ିଶାରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା

କେମିତି ଚାହା ପିଇବେ ଆସିଲା ଗାଇଡ୍‌ଲାଇନ୍‌

୭ ଜିଲ୍ଲାରେ ପ୍ରବଳ ବର୍ଷିବ, ଜିଲ୍ଲାପାଳଙ୍କ ସତର୍କ କଲେ ଏସ୍‌ଆର୍‌ସି

ଭୁବନେଶ୍ୱରରୁ ୧୪୯ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୫୧ ଲୋକାଲ୍‌ କେସ୍‌

ସଞ୍ଜିତାଙ୍କୁ ଇଣ୍ଟର୍ଭ୍ୟୁରେ କଣ ପ୍ରଶ୍ନ ପଚରା ଯାଇଥିଲା?

ଚାକିରି ପାଇଁ ବିଜ୍ଞପ୍ତି ଦେଲେ ବିଜେଡି ସାଂସଦ, କିନ୍ତୁ ଭରସା ଦେଇ ପାରୁ ନାହାନ୍ତି

ବଡ଼ବଡ଼ିଆଙ୍କ ବିଳାସ: ନିର୍ଦ୍ଦିଷ୍ଟ ନୀତି ନାହିଁ, ରାଜକୋଷରୁ ମନଇଚ୍ଛା ଖର୍ଚ୍ଚ