ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କ୍ରମାଗତ ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଟ୍ୱିଟ୍ ଜରି‌ଆରେ ନବୀନ ଓ ତାଙ୍କ ସହ ଶପଥ ନେଇଥିବା ନୂଆ ମନ୍ତ୍ରିମଣ୍ଡଳକୁ ଶୁଭେଚ୍ଛା ଜଣାଇଛନ୍ତି ମୋଦି । ଏଥିସହ ଓଡ଼ିଶାର ବିକାଶରେ କେନ୍ଦ୍ର ସମସ୍ତ ପ୍ରକାର ସହଯୋଗ କରିବ ବୋଲି ମୋଦି ଭରସା ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ […]

Modi-and-Naveen,,,,,,-----------------

Modi-and-Naveen,,,,,,-----------------

Tapaswini Nayak
  • Published: Wednesday, 29 May 2019
  • Updated: 29 May 2019, 12:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କ୍ରମାଗତ ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ନବୀନ ପଟ୍ଟନାୟକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଟ୍ୱିଟ୍ ଜରି‌ଆରେ ନବୀନ ଓ ତାଙ୍କ ସହ ଶପଥ ନେଇଥିବା ନୂଆ ମନ୍ତ୍ରିମଣ୍ଡଳକୁ ଶୁଭେଚ୍ଛା ଜଣାଇଛନ୍ତି ମୋଦି । ଏଥିସହ ଓଡ଼ିଶାର ବିକାଶରେ କେନ୍ଦ୍ର ସମସ୍ତ ପ୍ରକାର ସହଯୋଗ କରିବ ବୋଲି ମୋଦି ଭରସା ଦେଇଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଇଂରାଜୀରେ ଶପଥ ପାଠ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ଶପଥ ଗ୍ରହଣ କରିବା ପରେ ୨୦ ଜଣିଆ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ ରାଜ୍ୟପାଳ ଶପଥ ପାଠ କରାଇଛନ୍ତି। ନବୀନଙ୍କ ନୂଆ ଟିମ୍‌ରେ ୧୧ଜଣ କ୍ୟାବିନେଟ୍‌ ମନ୍ତ୍ରୀ ଓ ୯ଜଣ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି।

ନବୀନଙ୍କ ପଞ୍ଚମ ପାଳିର ଶପଥ ସମାରୋହରେ ତାଙ୍କ ପରିବାର ଯୋଗଦେଇଛନ୍ତି । ଭଉଣୀ ଗୀତା ମେହେଟ୍ଟା ଏବଂ ଭାଇ ପ୍ରେମ୍ ପଟ୍ଟନାୟକ ଶପଥ ସମାରୋହରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story