' ଅନୁସୁଚିତ ଜାତି ବର୍ଗଙ୍କ ବିକାଶ ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ'

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ ୫ ବର୍ଷ ଶାସନରେ ଅନୁସୁଚିତ ଜାତି ବର୍ଗଙ୍କ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପରିଚାଳିତ କେନ୍ଦ୍ର ସରକାର ବହୁ କଲ୍ୟାଣମୂଳକ ଯୋଜନାର ସଫଳ କାର୍ଯ୍ୟନ୍ୱୟନ କରିଛନ୍ତି। ବିଶେଷ କରି ଅନୁସୁଚିତ ଜାତି ବର୍ଗ ବିଶେଷଙ୍କ ଆର୍ଥିକ, ଶିକ୍ଷା, ସ୍ୱାସ୍ଥ୍ୟର ବିକାଶ ପାଇଁ ଗତ ୫ ବର୍ଷର କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ ବୋଲି ୩ ଦିନିଆ ଓଡିଶା ଗସ୍ତରେ ଆସିଥିବା ବିଜେପି ଅନୁସୁଚିତ ଜାତି ମୋର୍ଚ୍ଚା ରାଷ୍ଟ୍ରୀୟ […]

MODI-GOVT-WILL-FULFILL-PROMISES-MADE-TO-SC-PERSONS-SAYS-UNION-MINISTER

Manoranjan Sial
  • Published: Friday, 19 July 2019
  • Updated: 19 July 2019, 09:29 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ ୫ ବର୍ଷ ଶାସନରେ ଅନୁସୁଚିତ ଜାତି ବର୍ଗଙ୍କ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପରିଚାଳିତ କେନ୍ଦ୍ର ସରକାର ବହୁ କଲ୍ୟାଣମୂଳକ ଯୋଜନାର ସଫଳ କାର୍ଯ୍ୟନ୍ୱୟନ କରିଛନ୍ତି। ବିଶେଷ କରି ଅନୁସୁଚିତ ଜାତି ବର୍ଗ ବିଶେଷଙ୍କ ଆର୍ଥିକ, ଶିକ୍ଷା, ସ୍ୱାସ୍ଥ୍ୟର ବିକାଶ ପାଇଁ ଗତ ୫ ବର୍ଷର କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ ବୋଲି ୩ ଦିନିଆ ଓଡିଶା ଗସ୍ତରେ ଆସିଥିବା ବିଜେପି ଅନୁସୁଚିତ ଜାତି ମୋର୍ଚ୍ଚା ରାଷ୍ଟ୍ରୀୟ ଉପ ସଭାପତି ଓ ରେଳଯାତ୍ରୀ ସେବା କମିଟିର ଚେୟାରମେନ ଶ୍ରୀ ରମେଶ ଚନ୍ଦ୍ର ରତନ କହିଛନ୍ତି।

ଆଜି ବିଜେପିର ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ରତନ କହିଛନ୍ତି ଯେ, କେନ୍ଦ୍ରରେ ବିଜେପି ଶାସନ କ୍ଷମତାକୁ ଆସିବା ପରେ ଦେଶରେ ରେଳ ବିଭାଗରେ ବହୁ କାର୍ଯ୍ୟ ହେବା ସହ ରେଳଯାତ୍ରୀଙ୍କ ସୁବିଧା ପାଇଁ ବହୁ ଦୃଷ୍ଟାନ୍ତମୁଳକ କାର୍ଯ୍ୟ କରିଛନ୍ତି। ବିଶେଷ ଭାବେ ରେଳଯାତ୍ରୀଙ୍କ ସୁରକ୍ଷା, ଖାଦ୍ୟ, ଶୌଚାଳୟ, ବିଭିନ୍ନ ମୋୖଳିକ ଭିତ୍ତିଭୁମିର ବହୁ ବିକାଶ ହୋଇଛି ବୋଲି ସେ କହିଛନ୍ତି।

ଏହି ସାମ୍ବାଦିକ ସମ୍ମିଳନୀରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, ମୋର୍ଚ୍ଚାର ରାଜ୍ୟ ସଭାପତି ସୁଶାନ୍ତ ମଲ୍ଲିକ, ପଞ୍ଚାନନ ରାଉତ, ପୂର୍ଣ୍ଣଚନ୍ଦ୍ର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story