ଓଡ଼ିଶାବାସୀ ଭାରି ସାହସୀ: ମୋଦି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଅମ୍ଫାନ’କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଶ୍ୱସନା ଦେଇଛନ୍ତି। ରାଜ୍ୟବାସୀ ଯେପରି ଭାବେ ସାହସର ସହ ବାତ୍ୟାର ମୁକାବିଲା କଲେ, ସେଲାଗି ଓଡ଼ିଶାବାସୀଙ୍କୁ ମୋଦି ସାଧୁବାଦ ଜଣାଇଛନ୍ତି। ଏହାସହ ଏଭଳି ପ୍ରାକୃତିକ ବିପତ୍ତିବେଳେ ସେ ରାଜ୍ୟବାସୀଙ୍କ ଭାବାବେଗକୁ ସେ ସମର୍ଥନ କରିଛନ୍ତି। ପରିସ୍ଥିତିକୁ ସ୍ୱାଭାବିକ୍‌ କରିବା ଲାଗି ସରକାରୀ ଅଧିକାରୀ ଓ କର୍ମଚାରୀ ଗ୍ରାଉଣ୍ଡରେ ଅନବରତ କାମ କରିବା ସହ ପ୍ରଭାବିତଙ୍କୁ ସହାୟତା ଯୋଗାଇ ଦେଉଛନ୍ତି। ତେବେ ଯଥାଶୀଘ୍ର ସବୁକିଛି ସ୍ୱାଭାବିକ୍‌ ହୋଇଯାଉ ବୋଲି […]

Modi

Modi

Tapas Behera
  • Published: Thursday, 21 May 2020
  • Updated: 21 May 2020, 04:57 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଅମ୍ଫାନ’କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଶ୍ୱସନା ଦେଇଛନ୍ତି। ରାଜ୍ୟବାସୀ ଯେପରି ଭାବେ ସାହସର ସହ ବାତ୍ୟାର ମୁକାବିଲା କଲେ, ସେଲାଗି ଓଡ଼ିଶାବାସୀଙ୍କୁ ମୋଦି ସାଧୁବାଦ ଜଣାଇଛନ୍ତି। ଏହାସହ ଏଭଳି ପ୍ରାକୃତିକ ବିପତ୍ତିବେଳେ ସେ ରାଜ୍ୟବାସୀଙ୍କ ଭାବାବେଗକୁ ସେ ସମର୍ଥନ କରିଛନ୍ତି। ପରିସ୍ଥିତିକୁ ସ୍ୱାଭାବିକ୍‌ କରିବା ଲାଗି ସରକାରୀ ଅଧିକାରୀ ଓ କର୍ମଚାରୀ ଗ୍ରାଉଣ୍ଡରେ ଅନବରତ କାମ କରିବା ସହ ପ୍ରଭାବିତଙ୍କୁ ସହାୟତା ଯୋଗାଇ ଦେଉଛନ୍ତି। ତେବେ ଯଥାଶୀଘ୍ର ସବୁକିଛି ସ୍ୱାଭାବିକ୍‌ ହୋଇଯାଉ ବୋଲି ମୋଦି ପ୍ରାର୍ଥନା କରିଛନ୍ତି।

https://twitter.com/narendramodi/status/1263383936706572288?s=20

ସୂଚନା ଅନୁଯାୟୀ, ବାତ୍ୟା ‘ଅମ୍ଫାନ’ ଯୋଗୁ ରାଜ୍ୟର ୮୯ଟି ବ୍ଲକ୍ ପ୍ରଭାବିତ ହୋଇଛି। ୧୫୦୦ ଗ୍ରାମପଞ୍ଚାୟତ ଏବଂ ୪୪ ଲକ୍ଷ ୮୦ ହଜାର ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି। ବାତ୍ୟା ‘ଅମ୍ଫାନ’ ସମୟରେ ୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ବୋଲି କ୍ୟାବିନେଟ ସଚିବ ରାଜୀବ ଗୌହାଙ୍କୁ ଅବଗତ କରାଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ।

ସେ କହିଛନ୍ତି ଯେ, ବାତ୍ୟା ‘ଅମ୍ଫାନ’ରେ ରାଜ୍ୟର ପ୍ରାୟ ୧ ଲକ୍ଷ ହେକ୍ଟର ଚାଷ ଜମି ନଷ୍ଟ ହୋଇଛି। ଏଥିସହ ୨୧୦ଟି ମେଡିକାଲ ଟିମ୍ ଓ ୭୫ ପଶୁ ଡାକ୍ତରୀ ଟିମ୍‌କୁ ପ୍ରଭାବିତ ଅଞ୍ଚଳକୁ ପଠାଯାଇଛି। ଗମନାଗମନ ଆଜି ସୁଦ୍ଧା ସ୍ୱାଭାବିକ ହୋଇଯିବ। ସେସୁ ଅଞ୍ଚଳରେ ଦିନେ କିମ୍ବା ଦୁଇ ଦିନରେ ବିଜୁଳି ପୁନସଂଯୋଗ କରାଯିବ। ଏହାସହ ଆଜି ସନ୍ଧ୍ୟା ସୁଦ୍ଧା ୮୦ ପ୍ରତିଶତ ବିଦ୍ୟୁତ୍ ସଂଯୋଗ ଦିଆଯିବ ବୋଲି ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story