ଆସନ୍ତାକାଲି କେନ୍ଦ୍ରାପଡ଼ା ଆସିବେ ମୋଦି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ଏହା ମୋଦିଙ୍କ ପ୍ରଥମ ଗସ୍ତ। ପ୍ରଧାନମନ୍ତ୍ରୀ ମୋଦି ଆସନ୍ତାକାଲି ସକାଳ ସାଢ଼େ ୧୦ଟାରେ କେନ୍ଦ୍ରାପଡ଼ାର ବାରୁଅ ପଡ଼ିଆଠାରେ ବିଜୟ ସଂକଳ୍ପ ସମାବେଶକୁ ଉଦବୋଧନ ଦେବେ। ଏହାସହିତ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଭିକ୍ଷା କରିବେ। ଏହାପରେ ମୋଦି ଦିନ ୧୨ଟାରେ ବାଲେଶ୍ୱରରେ ଦଳର ବିଜୟ ସଂକଳ୍ପ ସମାବେଶରେ ଯୋଗ […]

modi

modi

Manoranjan Sial
  • Published: Monday, 22 April 2019
  • Updated: 22 April 2019, 10:36 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ପାଇଁ ଏହା ମୋଦିଙ୍କ ପ୍ରଥମ ଗସ୍ତ।

ପ୍ରଧାନମନ୍ତ୍ରୀ ମୋଦି ଆସନ୍ତାକାଲି ସକାଳ ସାଢ଼େ ୧୦ଟାରେ କେନ୍ଦ୍ରାପଡ଼ାର ବାରୁଅ ପଡ଼ିଆଠାରେ ବିଜୟ ସଂକଳ୍ପ ସମାବେଶକୁ ଉଦବୋଧନ ଦେବେ। ଏହାସହିତ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଭିକ୍ଷା କରିବେ। ଏହାପରେ ମୋଦି ଦିନ ୧୨ଟାରେ ବାଲେଶ୍ୱରରେ ଦଳର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ବୋଲି ଦଳ ପକ୍ଷରୁ ସୂଚନା ମିଳିଛି। ଏହା ପୂର୍ବରୁ ମୋଦି ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଓଡ଼ିଶା ଗସ୍ତରେ ଆସି ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ୍ ଭିକ୍ଷା କରିସାରିଛନ୍ତି। ସେହିପରି ଏପ୍ରିଲ ୨୭ତାରିଖରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହ ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story