୨୯ରେ ଓଡ଼ିଶାରେ ନିର୍ବାଚନୀ ପ୍ରଚାର କରିବେ ମୋଦି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ଦୁଇ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବାବେଳେ ଆସନ୍ତା ୨୯ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ସେ ଦକ୍ଷିଣ ଓଡ଼ିଶାରେ ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ସୂଚନା ଅନୁସାରେ, ୨୯ତାରିଖରେ ମୋଦି କୋରାପୁଟର ଜୟପୁରଠାରେ ଏକ ବିଶାଳ ନିର୍ବାଚନୀ ସମାବେଶକୁ ସମ୍ବୋଧିତ କରିବେ। ସାଧାରଣ ନିର୍ବାଚନ ତାରିଖ ଘୋଷଣା ହେବାପରେ ଏହା ମୋଦିଙ୍କ ପ୍ରଥମ ଓଡ଼ିଶା ଗସ୍ତ ହେବ। ଖୁବଶୀଘ୍ର ମୋଦିଙ୍କ […]

modi

modi

Manoranjan Sial
  • Published: Thursday, 21 March 2019
  • Updated: 21 March 2019, 09:56 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମ ଦୁଇ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବାବେଳେ ଆସନ୍ତା ୨୯ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ସେ ଦକ୍ଷିଣ ଓଡ଼ିଶାରେ ବିଜେପି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଅନୁସାରେ, ୨୯ତାରିଖରେ ମୋଦି କୋରାପୁଟର ଜୟପୁରଠାରେ ଏକ ବିଶାଳ ନିର୍ବାଚନୀ ସମାବେଶକୁ ସମ୍ବୋଧିତ କରିବେ। ସାଧାରଣ ନିର୍ବାଚନ ତାରିଖ ଘୋଷଣା ହେବାପରେ ଏହା ମୋଦିଙ୍କ ପ୍ରଥମ ଓଡ଼ିଶା ଗସ୍ତ ହେବ। ଖୁବଶୀଘ୍ର ମୋଦିଙ୍କ ଚୂଡ଼ାନ୍ତ କାର୍ଯ୍ୟସୂଚୀ ଜାରି କରାଯିବ ବୋଲି ଦଳ ପକ୍ଷରୁ ସୂଚନା ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story