ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ଭାଗବତ

ପୁରୀ(ଓଡ଼ିଶା ରିପୋର୍ଟର): ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆଜି ଶ୍ରୀକ୍ଷେତ୍ର ଯାଇ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟିଛନ୍ତି। ଶଙ୍କରାଚାର୍ଯ୍ୟଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା ପରେ ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ପରେ ସେ ଭୁବନେଶ୍ୱର ଫେରି ଆସିଥିବା ଜଣାପଡ଼ିଛି। ଆଜି ଅପରାହ୍ନରେ ମୋହନ ଭାଗବତ ଗୋବର୍ଦ୍ଧନ ମଠରେ ପହଞ୍ଚିଥିଲେ। ସେ ପ୍ରଥମେ ଗୋବର୍ଦ୍ଧନ ମଠରେ ଦେବାଦେବୀଙ୍କୁ ଦର୍ଶନ କରିଥିଲେ। ପରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ […]

Mohan-Bhagabat

Mohan-Bhagabat

Manoranjan Sial
  • Published: Thursday, 26 August 2021
  • Updated: 26 August 2021, 10:41 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆଜି ଶ୍ରୀକ୍ଷେତ୍ର ଯାଇ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଭେଟିଛନ୍ତି। ଶଙ୍କରାଚାର୍ଯ୍ୟଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା ପରେ ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି। ପରେ ସେ ଭୁବନେଶ୍ୱର ଫେରି ଆସିଥିବା ଜଣାପଡ଼ିଛି।

ଆଜି ଅପରାହ୍ନରେ ମୋହନ ଭାଗବତ ଗୋବର୍ଦ୍ଧନ ମଠରେ ପହଞ୍ଚିଥିଲେ। ସେ ପ୍ରଥମେ ଗୋବର୍ଦ୍ଧନ ମଠରେ ଦେବାଦେବୀଙ୍କୁ ଦର୍ଶନ କରିଥିଲେ। ପରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ଆଶୀର୍ବାଦ ନେଇଥିଲେ। ଉଭୟଙ୍କ ଭିତରେ ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା।

ମୋହନ ଭାଗବତଙ୍କ ସହ ଆଲୋଚନା ବେଳେ ଅଖଣ୍ତ ଭାରତବର୍ଷ ଓ ହିନ୍ଦୁତ୍ୱକୁ ମଜବୁତ କରି ସମଗ୍ର ଵିଶ୍ୱରେ ଭାରତକୁ ଏକ ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ କରିବା ପାଇଁ ସଂଘ କାର୍ଯ୍ୟ କରିବାକୁ ଶଙ୍କରାଚାର୍ଯ୍ୟ ପରାମର୍ଶ ଦେଇଛନ୍ତି। ପାକିସ୍ଥାନ ସହଯୋଗରେ ତାଲିବାନ ଭାରତର ଜମ୍ମୁ-କଶ୍ମିରୀ ଉପରେ ଲୋଲୁପ ଦୃଷ୍ଟି ପକାଇଥିବାରୁ ଶଙ୍କରାଚାର୍ଯ୍ୟ ସତର୍କ କରାଇଥିବା ସହ ଭବିଷ୍ୟତରେ ଭାରତ ବର୍ଷରେ ଯେଭଳି ସଙ୍କଟଜନକ ପରସ୍ଥିତି ସୃଷ୍ଟି ନହୁଏ ତା’ଉପରେ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story