ଏମ୍‌ସରେ ମଲିକୁଲାର ଓ ଡାଇଗ୍ନୋଷ୍ଟିକ ଗବେଷଣା କେନ୍ଦ୍ର ଲୋକାର୍ପିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ଲୋକଙ୍କ ପାଇଁ ଖୁସି ଖବର। ଆଜି ଏମ୍‌ସ ଭୁବନେଶ୍ୱରରେ କବକ ସଂକ୍ରମଣ ଓ ନିରାକରଣ ପାଇଁ ଅତ୍ୟାଧୁନିକ ମଲିକୁଲାର ଏବଂ ଡାଇଗ୍ନୋଷ୍ଟିକ ଗବେଷଣା କେନ୍ଦ୍ର ଲୋକାର୍ପିତ ହୋଯାଇଛି। ଏମ୍‌ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଆଶୁତୋଷ ବିଶ୍ୱାସଙ୍କ ଉପସ୍ଥିତିରେ ବିଶ୍ୱପ୍ରସିଦ୍ଧ ମେଡିକାଲ ମାଇକ୍ରୋଲୋଜିଷ୍ଟ ପ୍ରଫେସର ଅରୁଣାଲୋକ ଚକ୍ରବର୍ତ୍ତୀ ଏହାକୁ ଉଦ୍‌ଘାଟନ କରିଛନ୍ତି। ପ୍ରଫେସର ଚକ୍ରବର୍ତ୍ତୀ କହିଛନ୍ତି, କୋଭିଡ୍ ଓ ପରବର୍ତ୍ତୀ ସମୟରେ ଅନେକ ମାରାତ୍ମକ ଫଙ୍ଗାଲ୍‌ ସଂକ୍ରମଣ ସାମ୍ନାକୁ ଆସିଛି। ଏଥିମଧ୍ୟରୁ ମ୍ୟୁକର୍ମାଇକୋସିସ୍‌ […]

AIIMS

AIIMS

Manoranjan Sial
  • Published: Friday, 25 November 2022
  • Updated: 25 November 2022, 09:39 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାର ଲୋକଙ୍କ ପାଇଁ ଖୁସି ଖବର। ଆଜି ଏମ୍‌ସ ଭୁବନେଶ୍ୱରରେ କବକ ସଂକ୍ରମଣ ଓ ନିରାକରଣ ପାଇଁ ଅତ୍ୟାଧୁନିକ ମଲିକୁଲାର ଏବଂ ଡାଇଗ୍ନୋଷ୍ଟିକ ଗବେଷଣା କେନ୍ଦ୍ର ଲୋକାର୍ପିତ ହୋଯାଇଛି। ଏମ୍‌ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଆଶୁତୋଷ ବିଶ୍ୱାସଙ୍କ ଉପସ୍ଥିତିରେ ବିଶ୍ୱପ୍ରସିଦ୍ଧ ମେଡିକାଲ ମାଇକ୍ରୋଲୋଜିଷ୍ଟ ପ୍ରଫେସର ଅରୁଣାଲୋକ ଚକ୍ରବର୍ତ୍ତୀ ଏହାକୁ ଉଦ୍‌ଘାଟନ କରିଛନ୍ତି।

ପ୍ରଫେସର ଚକ୍ରବର୍ତ୍ତୀ କହିଛନ୍ତି, କୋଭିଡ୍ ଓ ପରବର୍ତ୍ତୀ ସମୟରେ ଅନେକ ମାରାତ୍ମକ ଫଙ୍ଗାଲ୍‌ ସଂକ୍ରମଣ ସାମ୍ନାକୁ ଆସିଛି। ଏଥିମଧ୍ୟରୁ ମ୍ୟୁକର୍ମାଇକୋସିସ୍‌ ଏବଂ କ୍ୟାଣ୍ଡିଡା ଆରିସ୍‌ ପରି କେତେକ ଫଙ୍ଗାଲ ମେଡିକାଲ୍‌ ଓ ଅଣ-ମେଡିକାଲ୍‌ କ୍ଷେତ୍ରରେ ଲକ୍ଷ୍ୟ କରାଯାଇଛି ବୋଲି ପ୍ରଫେସର ଚକ୍ରବର୍ତ୍ତୀ କହିଛନ୍ତି।

ଏମ୍‌ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଆଶୁତୋଷ ବିଶ୍ୱାସଙ୍କ ମତରେ ନିକଟରେ ଫଙ୍ଗାଲ୍‌ ସଂକ୍ରମଣର ବ୍ୟାପକତା ବୃଦ୍ଧି ପାଇଛି। ବିଭିନ୍ନ ବ୍ୟବସ୍ଥା ସତ୍ତ୍ୱେ କବକ ସଂକ୍ରମଣର ଚିହ୍ନଟ ଓ ଚିକିତ୍ସା କ୍ଷେତ୍ରରେ ଅତ୍ୟାଧୁନିକ ଗବେଷଣା ଭଳି ଅନେକ ଅଭାବ ରହିଛି। ଏହାକୁ ପୂରଣ ପାଇଁ ସମଗ୍ର ଭାରତରେ କବକ ଉନ୍ନତ ମଲିକୁଲାର ଏବଂ ଡାଇଗ୍ନୋଷ୍ଟିକ ଅନୁସନ୍ଧାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି।

ପ୍ରଫେସର ଅରୁଣାଲୋକ ଚକ୍ରବର୍ତ୍ତୀ ଓ ଡ. ମଧୁଛନ୍ଦା ଦାସ କହିଛନ୍ତି, ଉନ୍ନତ ଲାବୋରେଟୋରୀ ପ୍ରତିଷ୍ଠା କରିବାର ଉଦ୍ଦେଶ୍ୟ ହେଉଛି ଓଡ଼ିଶାବାସୀଙ୍କ ପାଇଁ ଫଙ୍ଗଲ୍ ସଂକ୍ରମଣ ପାଇଁ ଅତ୍ୟାଧୁନିକ ନିରାକରଣ ଉପଲବ୍ଧ କରାଇବା, ଫଙ୍ଗାଲ ସଂକ୍ରମଣର ଚିହ୍ନଟ ତଥା ଚିକିତ୍ସା ପାଇଁ ଓଡ଼ିଆ ଡାକ୍ତର ଓ ପାରାମେଡିକାଲ୍ କର୍ମଚାରୀଙ୍କୁ ତାଲିମ ଦେବା, ଫଙ୍ଗାଲ୍‌ ସଂକ୍ରମଣର ନିରାକରଣ ଏବଂ ପରିଚାଳନା ପାଇଁ ପୂର୍ବ ଭାରତର ବିଭିନ୍ନ ମେଡିକାଲ୍ ଡାକ୍ତରଖାନାକୁ ସହଯୋଗ କରିବା ଆମର ପ୍ରାଥମିକତା।

ଏହି କେନ୍ଦ୍ର ବିଭିନ୍ନ ଫଙ୍ଗାଲ ସଂକ୍ରମଣ ରୋଗୀଙ୍କ ପାଇଁ ଏକାଧିକ ସେରୋଲୋଜିକାଲ୍, ମଲିକୁଲାର୍ ଏବଂ ଆଣ୍ଟିଫଙ୍ଗାଲ୍ ସମ୍ବେଦନଶୀଳତା ପରୀକ୍ଷା ସେବା ପ୍ରଦାନ କରି ମେଡିକାଲ୍ ଫଙ୍ଗାଲ୍ ଗୁଡ଼ିକୁ ଚିହ୍ନଟ କରିବାରେ ସାହାଯ୍ୟ କରିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story