ବ୍ୟାଙ୍କ ସମ୍ମୁଖରେ ଝାମ୍ପିନେଲେ ଦୁଇ ଲକ୍ଷ ଟଙ୍କା

ବରଗଡ଼(ଓଡ଼ିଶା ରିପୋର୍ଟର): ବରଗଡ଼ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସମ୍ମୁଖରୁ ଦୁଇ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି। ଏନେଇ ଅଭିଯୋଗ ହେବା ପରେ ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ମାତ୍ର ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇନାହିଁ।

ସୋନପୁର ଜିଲ୍ଲା ବିନିକା କୋନିକେୟାର ରାଇସ୍‌ ମିଲର ମୁନ୍‌ସୀ ଯୋଗୀ କର ଆଜି ବରଗଡ଼ ଏକ୍ସିସ୍‌ ବ୍ୟାଙ୍କରୁ ୪ ଲକ୍ଷ ଟଙ୍କା ଉଠାଇ ଏସ୍‌ଡିଏଫ୍‌ସି ବ୍ୟାଙ୍କରେ ଜମା କରିବାକୁ ଆସୁଥିଲେ। ବ୍ୟାଙ୍କ ପାହାଚ ଚଢ଼ୁଥିବା ସମୟରେ ଦୁଇ ଜଣ ଦୁର୍ବୃତ୍ତ ବାଇକ୍‌ରେ ଯୋଗୀଙ୍କୁ ଧକ୍କା ମାରି ଟଙ୍କା ବ୍ୟାଗ ଧରି ଚମ୍ପଟ ମାରିଥିଲେ। ଏ ସମ୍ପର୍କରେ ଖବର ପାଇ ବରଗଡ଼ ଏସ୍‌ପି ବି.ଯୁଗଳକିଶୋର ଘଟଣାର ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।

ଆହୁରି ପଢ଼ନ୍ତୁ

ହାଜତ ମୃତ୍ୟୁକୁ ନେଇ କୋଡ଼ିଙ୍ଗାରେ ପ୍ରବଳ ଉତ୍ତେଜନା, ପୁଲିସର ଫ୍ଲାଗମାର୍ଚ୍ଚ

ନବୀନଙ୍କ ପଞ୍ଚମ ପାଳିରେ କେଉଁ ବିଭାଗ ମନ୍ତ୍ରୀଙ୍କ ପାଇଁ କ’ଣ ରହିଛି ଚ୍ୟାଲେଞ୍ଜ ?

ପୂଜା କରୁଥିବା ବେଳେ ପୂଜକଙ୍କ ଉପରେ ମାଡ଼ିଗଲା ଗାଡ଼ି

୧୮୫ କିଲୋମିଟର ବେଗରେ ବହିବ ପବନ, ଦେଢ ମିଟର ଉଚ୍ଚରେ ଉଠିବ ଜୁଆର

ଏଠି ରାତିରେ ଟଣା ହୁଏ ରଥ

“ବରେନ୍ଦ୍ର କୃଷ୍ଣଙ୍କ ସାହିତ୍ୟ, ସାମ୍ବାଦିକତା ଉପରେ ଗବେଷଣା ହେଉ”

ବଢ଼ି ଚାଲିଛି ଖାକି ଉତ୍ପାତ: ପବ୍ଲିକ୍‌ ଉପରେ ପୁଲିସର ଦାଦାଗିରି, ଦୁଇଟି ଭିଡିଓ ଭାଇରାଲ୍‌

ହିତାଧିକାରୀଙ୍କ ସଂଖ୍ୟାକୁ ବଢ଼ାଇ କାଳିଆ ଯୋଜନାରେ ହୋଇଛି ମହାଘୋଟାଲା:ବିଜେପି

ମନ୍ଦିରକୁ ଡାକି ପ୍ରେମିକାକୁ ହାଣିଲା, ନିଜେ ବି ହାଣିହେଲା

କେହି ଅଟକାଇଲେନି, ମ୍ୟାଟ୍ରିକ୍ ପରୀକ୍ଷା କେନ୍ଦ୍ରରେ ପଶି ପିଲାଙ୍କୁ କପି ଯୋଗାଇଲେ ଶହଶହ ଗ୍ରାମବାସୀ, ଦେଖନ୍ତୁ ଭିଡ଼ିଓ

‘ଓଡ଼ିଶା ବନ୍ଦ’ ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର, ସକାଳ ୯.୩୦ ସୁଦ୍ଧା ଅଫିସ୍ ଆସିବେ ସରକାରୀ କର୍ମଚାରୀ

‘ଯାତ୍ରା ଲେଖକଙ୍କୁ ମିଳୁ ସାହିତ୍ୟ ଏକାଡେମୀ ପୁରସ୍କାର’