ଜଳେଶ୍ୱର (ଅଜିତ ଦାସ): ମାଙ୍କଡ଼ କାମୁଡ଼ାରେ ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ କୁଳିଦା ପଞ୍ଚାୟତ ତେନ୍ତୁଳିଆ ଗାଁର ୧୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ମେଡିକାଲ୍ରେ ଭର୍ତ୍ତି କରାଯାଇଛି।
ଗତ ଦୁଇ ମାସ ଭିତରେ ୩୦ରୁ ଅଧିକ ମାଙ୍କଡ ଏହି ପଞ୍ଚାୟତରେ ଉତ୍ପାତ କରୁଛନ୍ତି। ତେବେ ତେନ୍ତୁଳିଆ ଗାଁ ଲୋକେ ମାଙ୍କଡ଼ଙ୍କ ଆକ୍ରମଣରେ ଆହତ ହୋଇଛନ୍ତି। ବର୍ତ୍ତମାନ ପରିସ୍ଥିତି ଏମିତି ହୋଇଛି ଯେ ପିଲାମାନେ ଘରୁ ବାହାରି ପାରୁ ନାହାନ୍ତି। ତେଣୁ ପିଲାଙ୍କ ସ୍କୁଲ ଯିବା ଏକ ପ୍ରକାର ଠପ୍ ହୋଇଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
ଅଳିଆ ପକାଇବାକୁ ନେଇ ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।
Events & Festivals
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ, ଆଜି ଉଦଘାଟନ କରିବେ ମୋଦି
ଗତ ରାତିରେ ପ୍ରଧାନମନ୍ତ୍ରୀ ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆଜି ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବା କାର୍ଯ୍ୟକ୍ରମ ରହିଛି।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।