ପାଗ ଅନୁକୂଳ; ୨ରୁ ୩ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

କାଳବୈଶାଖୀ ନେଇ ସତର୍କ ସୂଚନା ଜାରି ହୋଇଛି। କାଳବୈଶାଖୀ ପ୍ରଭାବରେ ଆଗାମୀ ୨୨, ୨୩ ଓ ୨୪ ତାରିଖରେ ପ୍ରବଳ ବର୍ଷା ହେବ। ସେଥିପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।

Rain

Representative image

Manoranjan Sial
  • Published: Monday, 19 June 2023
  • Updated: 19 June 2023, 05:14 PM IST

Sports

Latest News

ମୌସୁମୀ ଆସିବା ପାଇଁ ପାଗ ଅନୁକୂଳ ହେଲା। ଖୁବ୍ ଶୀଘ୍ର ଓଡ଼ିଶାରେ ପ୍ରବେଶ କରିପାରେ ମୌସୁମୀ ବାୟୁ। ଗରମରୁ ମିଳିବ ଆଶ୍ୱସ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଉପକୂଳ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗର କିଛି ଅଞ୍ଚଳକୁ ପ୍ରବେଶ କରିଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାରେ ମୌସୁମୀ ବାୟୂ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି। ଧୀରେ ଧୀରେ ବର୍ଷା ଲାଗି ରହିଲେ, ତାକୁ ପ୍ରାକ୍‌ ମୌସୁମୀ ବର୍ଷା କୁହାଯିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ କହିଛନ୍ତି।

ସେପଟେ କାଳବୈଶାଖୀ ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଜାରି ହୋଇଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ଅର୍ଥାତ ୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୋଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୋଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୨୨ ତାରିଖରେ ସମଗ୍ର ରାଜ୍ୟରେ ବର୍ଷା ଓ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୨୩ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ଅନୁଗୋଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story