ଓଡ଼ିଶାରୁ ବିଦାୟ ନେଲା ମୌସୁମୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଓଡ଼ିଶାରୁ ବିଦାୟ ନେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆଜି ତମାମ ରାଜ୍ୟରୁ ମୌସୁମୀ ବାୟୁ ବିଦାୟ ନେଇଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ବର୍ଷ ସ୍ୱାଭାବିକ ଠାରୁ ୭% ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜୁନ୍ ତୃତୀୟ ସପ୍ତାହରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା ।

rain

rain

Jyoshna Pradhan
  • Published: Tuesday, 15 October 2019
  • Updated: 15 October 2019, 02:55 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଓଡ଼ିଶାରୁ ବିଦାୟ ନେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆଜି ତମାମ ରାଜ୍ୟରୁ ମୌସୁମୀ ବାୟୁ ବିଦାୟ ନେଇଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଚଳିତ ବର୍ଷ ସ୍ୱାଭାବିକ ଠାରୁ ୭% ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜୁନ୍ ତୃତୀୟ ସପ୍ତାହରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos