ଅଗଷ୍ଟରେ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ମାସରେ ସଂସଦର ଅଧିବେଶନ ବସୁଥିବା ଦୃଷ୍ଟିରୁ ପରିସ୍ଥିତି ଉପରେ ନଜର ରଖି ଓ କୋଭିଡ୍ ଗାଇଡଲାଇନକୁ ପାଳନ କରି ଓଡ଼ିଶା ବିଧାନସଭାର ଅଧିବେଶନ ବସିବା ନିଷ୍ପତ୍ତି ନିଆଯିବ ବୋଲି ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି। ତେବେ କୋଭିଡ୍ ଗାଇଡଲାଇନକୁ ପାଳନ କରି ବିଧାନସଭାର ମୌସୁମୀ ଅଧିବେଶନ ଅଗଷ୍ଟ ମାସରେ ବସିବ। ଏଥିପାଇଁ ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ବିଧାନସଭା ସଚିବାଳୟ ସୂତ୍ରରୁ ଜଣାପଡ଼ିଛି । ଲୋକସଭା ବାଚସ୍ପତି ଡଃ ଓମ୍ […]

odisha-assamble

odisha-assamble

Ordigital Desk
  • Published: Tuesday, 22 June 2021
  • Updated: 22 June 2021, 10:12 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ମାସରେ ସଂସଦର ଅଧିବେଶନ ବସୁଥିବା ଦୃଷ୍ଟିରୁ ପରିସ୍ଥିତି ଉପରେ ନଜର ରଖି ଓ କୋଭିଡ୍ ଗାଇଡଲାଇନକୁ ପାଳନ କରି ଓଡ଼ିଶା ବିଧାନସଭାର ଅଧିବେଶନ ବସିବା ନିଷ୍ପତ୍ତି ନିଆଯିବ ବୋଲି ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି। ତେବେ କୋଭିଡ୍ ଗାଇଡଲାଇନକୁ ପାଳନ କରି ବିଧାନସଭାର ମୌସୁମୀ ଅଧିବେଶନ ଅଗଷ୍ଟ ମାସରେ ବସିବ। ଏଥିପାଇଁ ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ବିଧାନସଭା ସଚିବାଳୟ ସୂତ୍ରରୁ ଜଣାପଡ଼ିଛି ।

ଲୋକସଭା ବାଚସ୍ପତି ଡଃ ଓମ୍ ବିର୍ଲାଙ୍କ ଦ୍ୱାରା ଆଜି ଆୟୋଜିତ ଏକ ଭର୍ଚୁଆଲ ସମୀକ୍ଷା ବୈଠକରେ ଯୋଗ ଦେଇ ବାଚସ୍ପତି ଶ୍ରୀ ପାତ୍ର କହିଛନ୍ତି ଯେ, ଓଡ଼ିଶା ବିଧାନସଭାର ଅଧିବେଶନ ବର୍ଷକୁ ଅନ୍ତତଃପକ୍ଷେ ୬୦ଦିନ ବସୁଥିବା ବ୍ୟବସ୍ଥାକୁ ବିଜୁ ପଟ୍ଟନାୟକଙ୍କ ଦ୍ୱାରା ପ୍ରବର୍ତ୍ତିତ କରାଯାଇଥିଲା। ଓଡ଼ିଶା ବିଧାନସଭାର ପ୍ରତ୍ୟେକ ଆଲୋଚନାକୁ ଲୋକଙ୍କ ନିକଟରେ ତ୍ୱରିତ୍ ଭାବେ ପହଂଚାଇବା ପାଇଁ ବିଧାନସଭାକୁ ଇ-ବିଧାନସଭାରେ ପରିଣତ କରାଯାଉଛି। ଏବେ କେବଳ ତାରକାଚିହ୍ନିତ ପ୍ରଶ୍ନାବଳୀକୁ ଛାଡ଼ିଦେଲେ ବିଧାନସଭାର ସମସ୍ତ କାର୍ଯ୍ୟକ୍ରମ ଓ ବିବରଣୀ ବିନା କାଗଜରେ ସମ୍ପନ୍ନ ହେଉଛି । ଓଡ଼ିଆମାନଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ କରିବା ଓ କୋଭିଡ୍ ପରିସ୍ଥିତିର ସଫଳ ମୁକାବିଲା ପାଇଁ ବିଧାନସଭାରେ ଏକ ସ୍ୱତନ୍ତ୍ର ପ୍ରକୋଷ୍ଠ ଖୋଲାଯାଇଛି। ସମ୍ବିଧାନର ୧୦ମ ଅନୁଚ୍ଛେଦର ସଂଶୋଧନ ପାଇଁ ଆସାମ, ଓଡ଼ିଶା ଓ ରାଜସ୍ଥାନର ବାଚସ୍ପତିଙ୍କୁ ନେଇ ଏକ କମିଟି ଗଠନ ହୋଇଛି ଓ କମିଟି ତାଙ୍କ ରିପୋର୍ଟ ପ୍ରଦାନ କରିସାରିଛନ୍ତି। ସଂସଦୀୟ ଗଣତନ୍ତ୍ରକୁ ସୁଦୃଢ଼ କରିବା ଓ ନୂଆ ବ୍ୟବସ୍ଥାରେ ଏହା ସହାୟକ ହେବ ବୋଲି ଶ୍ରୀ ପାତ୍ର କହିଛନ୍ତି।

ଏହି ବୈଠକରେ ଲୋକସଭା ବାଚସ୍ପତି ନିଜର ଅଭିଭାଷଣ ରଖିଥିବାବେଳେ ବିଭିନ୍ନ ରାଜ୍ୟର ବିଧାନସଭା ଓ ବିଧାନ ପରିଷଦର ଅଧ୍ୟକ୍ଷମାନେ ଯୋଗ ଦେଇ ଆଲୋଚନାରେ ଭାଗ ନେଇଥିଲେ । ବୈଠକରେ ଓଡ଼ିଶା ବିଧାନସଭା ସଚିବ ଦାଶରଥୀ ଶତପଥୀ ଓ ଅନ୍ୟ ବିଭାଗୀୟ ଅଧିକାରୀମାନେ ସାମିଲ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story