ସେପ୍ଟେମ୍ବର ୪ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ମାସ ୪ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ୧୧ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନରେ ଅର୍ଥାତ୍ ୪ ତାରିଖରେ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ। ୧୭ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ କରାଯିବ। ୮,୯,୧୩,୧୪,୧୫,୧୬ ତାରିଖରେ କୌଣସି କାର୍ଯ୍ୟ ଦିବସ ନାହିଁ।

vidhansabha

vidhansabha

Ordigital Desk
  • Published: Wednesday, 08 August 2018
  • Updated: 08 August 2018, 12:00 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ମାସ ୪ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ।

ଏହା ସେପ୍ଟେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ୧୧ଟି କାର୍ଯ୍ୟ ଦିବସ ରହିଛି।

ପ୍ରଥମ ଦିନରେ ଅର୍ଥାତ୍ ୪ ତାରିଖରେ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ।

୧୭ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ କରାଯିବ।

୮,୯,୧୩,୧୪,୧୫,୧୬ ତାରିଖରେ କୌଣସି କାର୍ଯ୍ୟ ଦିବସ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos