ସେପ୍ଟେମ୍ବର ୪ରୁ ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ମାସ ୪ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ୧୧ଟି କାର୍ଯ୍ୟ ଦିବସ ରହିଛି। ପ୍ରଥମ ଦିନରେ ଅର୍ଥାତ୍ ୪ ତାରିଖରେ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ। ୧୭ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ କରାଯିବ। ୮,୯,୧୩,୧୪,୧୫,୧୬ ତାରିଖରେ କୌଣସି କାର୍ଯ୍ୟ ଦିବସ ନାହିଁ।
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ମାସ ୪ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ।
ଏହା ସେପ୍ଟେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ୧୧ଟି କାର୍ଯ୍ୟ ଦିବସ ରହିଛି।
ପ୍ରଥମ ଦିନରେ ଅର୍ଥାତ୍ ୪ ତାରିଖରେ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ।
୧୭ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ କରାଯିବ।
୮,୯,୧୩,୧୪,୧୫,୧୬ ତାରିଖରେ କୌଣସି କାର୍ଯ୍ୟ ଦିବସ ନାହିଁ।