ଆଜିଠୁ ମୌସୁମୀ ଅଧିବେଶନ, ଆଗତ ହେବ ପୂର୍ଣ୍ଣାଙ୍ଗ ବଜେଟ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ଏଥର ହୁଲସ୍ତୁଲ ହେବ ଗୃହ।  ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯିବ । ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି,  ହାତୀ ମୃତ୍ୟୁ, ଚାଷୀ ସମସ୍ୟା, ସବୁ ସ୍ତରରେ ଦୁର୍ନୀତି ହେଉଥିବା ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେପି । ଧାନର ଅଭାବି ବିକ୍ରି , ଅଗ୍ନିବୀର ଯୋଜନା, […]

assembly

assembly

Niharika Rout
  • Published: Saturday, 02 July 2022
  • Updated: 02 July 2022, 01:10 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ବିଭିନ୍ନ ପ୍ରସଙ୍ଗକୁ ନେଇ ଏଥର ହୁଲସ୍ତୁଲ ହେବ ଗୃହ।  ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆଜି ୨୦୨୨-୨୩ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯିବ ।

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି,  ହାତୀ ମୃତ୍ୟୁ, ଚାଷୀ ସମସ୍ୟା, ସବୁ ସ୍ତରରେ ଦୁର୍ନୀତି ହେଉଥିବା ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିଜେପି । ଧାନର ଅଭାବି ବିକ୍ରି , ଅଗ୍ନିବୀର ଯୋଜନା, ବେକାରୀ ସମସ୍ୟା, ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଅନ୍ତରୀଣ ବେଲ୍ ଆଦି ପ୍ରସଙ୍ଗ ଗୃହରେ ଉଠାଇବ କଂଗ୍ରେସ । ଅନ୍ୟପଟେ ସବୁ ପ୍ରସଙ୍ଗରେ ଆଲୋଚନା ଲାଗି ସରକାର ପ୍ରସ୍ତୁତ ଥିବା କହିଛି ବିଜେଡି ।

ଏହି ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜୁଲାଇ ୭ ତାରିଖ ଯାଏଁ ଚାଲିବ । ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୧୩ରୁ ଆରମ୍ଭ ହୋଇ ଅଗଷ୍ଟ ୪ରେ ଶେଷ ହେବ ।

ଚଳିତ ବଜେଟ୍ ଅଧିବେଶନରେ ସମୁଦାୟ ୨୪ଟି କାର୍ଯ୍ୟଦିବସ ରହିଛି । ମୌସୁମୀ ଅଧିବେଶନରେ ଗୃହ ପ୍ରତ୍ୟେକ ଦିନ ୬ ଘଣ୍ଟା ଚାଲିବ । ଅପରାହ୍ନରେ ଅଧିବେଶନ ୪ଟାରୁ ସନ୍ଧ୍ୟା ୭ଟା ଯାଏ କରିବାକୁ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story