ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୁବ୍‌ଶୀଘ୍ର ଗରମରୁ ମିଳିବ ତାହ୍ରି। ଆଜି ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଓଡ଼ିଶା ଛୁଇଁବା ନେଇ  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଛି। ପ୍ରାୟ ଏକ ସପ୍ତାହ ମଧ୍ୟରେ ସାରା ଓଡ଼ିଶାକୁ ଏହା  ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ  ଆକଳନ କରାଯାଇଛି। ମୌସୁମୀ […]

rain1

rain1

Tapaswini Nayak
  • Published: Thursday, 16 June 2022
  • Updated: 16 June 2022, 12:41 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୁବ୍‌ଶୀଘ୍ର ଗରମରୁ ମିଳିବ ତାହ୍ରି। ଆଜି ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଓଡ଼ିଶା ଛୁଇଁବା ନେଇ  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଛି। ପ୍ରାୟ ଏକ ସପ୍ତାହ ମଧ୍ୟରେ ସାରା ଓଡ଼ିଶାକୁ ଏହା  ଛୁଇଁବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ  ଆକଳନ କରାଯାଇଛି। ମୌସୁମୀ ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇଛି।

ସୂଚନାଯୋଗ୍ୟ, ୪୮ ଘଣ୍ଟା ଭିତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ସମ୍ଭାବନା ଥିବା ଗତକାଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story