ସକ୍ରିୟ ହେବ ମୌସୁମୀ ବାୟୁ ; ତିନି ଦିନ ଯାଏ ହୋଇପାରେ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ସକ୍ରିୟ ହେବ ମୌସୁମୀ ବାୟୁ। ଆନ୍ଧ୍ର-ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୨ରୁ ୩ଦିନ ବର୍ଷା ହେବ। ବିଶେଷକରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ଅନୁମାନ ସତ ହେଲେ ଏହା ଚାଷ ପାଇଁ ବେଶ୍ ଲାଭଦାୟକ ହେବ। […]

rain1

rain1

Jyoshna Pradhan
  • Published: Thursday, 25 July 2019
  • Updated: 25 July 2019, 10:16 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ସକ୍ରିୟ ହେବ ମୌସୁମୀ ବାୟୁ। ଆନ୍ଧ୍ର-ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୨ରୁ ୩ଦିନ ବର୍ଷା ହେବ।

ବିଶେଷକରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ଅନୁମାନ ସତ ହେଲେ ଏହା ଚାଷ ପାଇଁ ବେଶ୍ ଲାଭଦାୟକ ହେବ। ବର୍ତ୍ତମାନ ସମୟରେ ରାଜ୍ୟର ପ୍ରାୟ ୨୧ଟି ଜିଲ୍ଲାରୁ ଅଧିକ ଅଞ୍ଚଳରେ ଗଜା ମରୁଡ଼ି ସାଙ୍ଗକୁ ଧାନ ତଳି ସମ୍ପୂର୍ଣ୍ଣ ନଷ୍ଟ ହେବାକୁ ବସିଛି। ତେଣୁ ବର୍ଷା ହେଲେ ଚାଷ କାମ ପୁଣି ଆଗେଇବ।

ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀଧର ମହାପାତ୍ର କହିଛନ୍ତି,“ ଆନ୍ଧ୍ର-ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା  ଘୂର୍ଣ୍ଣିବଳୟ କ୍ରମଶଃ ଲୋ ପ୍ରେସରରେ ରୂପ ନେବ। ଏହା ପ୍ରଭାବ ଆସନ୍ତା ୨୮ ତାରିଖ ଯାଏ ରହିବ। ଗତକାଲି ଆମେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଥିଲୁ।

ଆଜି ସକାଳ ସାଢ଼େ ଆଠଟା ସୁଦ୍ଧା ବାରିପଦାରେ ୭୯ ମିମି, ସମ୍ୱଲପୁରରେ ୫୬ ମିମି, କଟକରେ ୫୬ ମିମି ଓ ଭୁବନେଶ୍ୱରରେ ୧୨ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ତେବେ ଆଜି ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବ। ଦକ୍ଷିଣ ଓଡ଼ିଶାର କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଉତ୍ତର ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ।”

ସେ ଆହୁରି କହିଛନ୍ତି,“ ଆସନ୍ତାକାଲି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହି ଜିଲ୍ଲା ଗୁଡ଼ିକ ହେଉଛି- କୋରାପୁଟ,କଳାହାଣ୍ଡି, କନ୍ଧମାଳ,ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଦେବଗଡ଼ ଓ ସମ୍ୱଲପୁର। ଏହା ପ୍ରଭାବରେ ଭଦ୍ରକ, ଯାଜପୁର, କଟକ, ଢେଙ୍କନାଳ,ଝାରସୁଗୁଡ଼ା, ଗଜପତି, ଗଞ୍ଜାମ, ବୌଦ୍ଧ, ସୋନପୁର, ବରଗଡ଼, ବାଲେଶ୍ୱର ଓ ନବରଙ୍ଗପୁର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story