୨୪ ଘଣ୍ଟା ଭିତରେ ମୌସୁମୀ ବର୍ଷାରେ ଭିଜିବ ସାରା ରାଜ୍ୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ମୌସୁମୀ ବାୟୁ ଓଡ଼ିଶା ଛୁଇଁଛି। ଏହା ଉପକୂଳବର୍ତ୍ତୀ ବାଲେଶ୍ୱର, ଯାଜପୁର ଓ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବେଶ କରିଛି। ସେହିପରି ଦକ୍ଷିଣ ଓଡ଼ିଶାର ମାଲକାନଗିରି, ଗଜପତି, ରାୟଗଡ଼ା, ଗଞ୍ଜାମ,କନ୍ଧମାଳ ଜିଲ୍ଲାରେ ମଧ୍ୟ ମୌସୁମୀ ପ୍ରବେଶ କରିଛି। ଆସନ୍ତା ୨୪ ଘଣ୍ଟା ଭିତରେ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ନୂଆପଡ଼ା ଓ ବଲାଙ୍ଗିରରେ ମୌସୁମୀ ପ୍ରବେଶ କରିବ। ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଗୌରାଙ୍ଗ ଚରଣ […]

rain-1-750x430

rain-1-750x430

Tapaswini Nayak
  • Published: Saturday, 22 June 2019
  • Updated: 22 June 2019, 12:44 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ମୌସୁମୀ ବାୟୁ ଓଡ଼ିଶା ଛୁଇଁଛି। ଏହା ଉପକୂଳବର୍ତ୍ତୀ ବାଲେଶ୍ୱର, ଯାଜପୁର ଓ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବେଶ କରିଛି। ସେହିପରି ଦକ୍ଷିଣ ଓଡ଼ିଶାର ମାଲକାନଗିରି, ଗଜପତି, ରାୟଗଡ଼ା, ଗଞ୍ଜାମ,କନ୍ଧମାଳ ଜିଲ୍ଲାରେ ମଧ୍ୟ ମୌସୁମୀ ପ୍ରବେଶ କରିଛି। ଆସନ୍ତା ୨୪ ଘଣ୍ଟା ଭିତରେ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ନୂଆପଡ଼ା ଓ ବଲାଙ୍ଗିରରେ ମୌସୁମୀ ପ୍ରବେଶ କରିବ। ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଗୌରାଙ୍ଗ ଚରଣ ବେହେରା ଆଜି ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବଲାଙ୍ଗିର, ନୂଆପଡ଼ା ଓ ବୌଦ୍ଧରେ ପ୍ରବଳ ବର୍ଷା ହେବ।"

ସେ ଆହୁରି କହିଛନ୍ତି,“ ଓଡ଼ିଶାରେ ମୌସୁମୀ ବାୟୁ ପହଞ୍ଚିବାରେ ଏଥର ପ୍ରାୟ ସପ୍ତାହେରୁ ଅଧିକ ସମୟ ବିଳମ୍ବ ହୋଇଛି। ତେବେ ଆସନ୍ତା ଜୁଲାଇ ଓ ଅଗଷ୍ଟରେ ମୌସୁମୀ ପ୍ରଭାବରେ ଭଲ ବର୍ଷା ହେବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story