୨ରୁ ୩ ଦିନ ମଧ୍ୟରେ ଓଡ଼ିଶା ଛାଡ଼ିବ ମୌସୁମୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ଆଣ୍ଡାମାନ ସମୁଦ୍ରରେ ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାରୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଭାବେ ଓହରିଯିବ ଓ ଏଥିପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ କହିଛି। ଆଜି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ, ଦକ୍ଷିଣପଶ୍ଚିମ ମୌସୁମୀ ଏବେ ଗୁଜୁରାଟ,ଛତିଶଗଡ଼, ଝାଡ଼ଖଣ୍ଡ, ବିହାର ଓ ମଧ୍ୟପ୍ରଦେଶର କେତେକ ଅଂଚଳରୁ ସମ୍ପୂର୍ଣ୍ଣ ଓହରି ଯାଇଥିବାବେଳେ ମୋତିହାର, ଗୟା, ଡାଲଟନଗଞ୍ଜ,ଅମ୍ବିକାପୁରୀ, ଇନ୍ଦୋର, […]

monsoon

monsoon

Ordigital Desk
  • Published: Saturday, 09 October 2021
  • Updated: 09 October 2021, 10:12 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ଆଣ୍ଡାମାନ ସମୁଦ୍ରରେ ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାରୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଭାବେ ଓହରିଯିବ ଓ ଏଥିପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ କହିଛି।

ଆଜି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ, ଦକ୍ଷିଣପଶ୍ଚିମ ମୌସୁମୀ ଏବେ ଗୁଜୁରାଟ,ଛତିଶଗଡ଼, ଝାଡ଼ଖଣ୍ଡ, ବିହାର ଓ ମଧ୍ୟପ୍ରଦେଶର କେତେକ ଅଂଚଳରୁ ସମ୍ପୂର୍ଣ୍ଣ ଓହରି ଯାଇଥିବାବେଳେ ମୋତିହାର, ଗୟା, ଡାଲଟନଗଞ୍ଜ,ଅମ୍ବିକାପୁରୀ, ଇନ୍ଦୋର, ଗାନ୍ଧିନଗର, ରାଜକୋଟ, ପୋରବନ୍ଦର ଦେଇ ଏହି ମୌସୁମୀ ପ୍ରତ୍ୟାହାର ଲାଇନ୍ ଅତିକ୍ରମ କରିଛି । ବିହାର, ଝାଡ଼ଖଣ୍ଡ ଓ ମଧ୍ୟପ୍ରଦେଶର ଅନ୍ୟ କେତେକ ଅଂଚଳରୁ ମଧ୍ୟ ମୌସୁମୀ ପ୍ରତ୍ୟାହାର ହେବାଭଳି ପରିବେଶ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, ଓଡ଼ିଶା ଓ ପଶ୍ଚିମବଙ୍ଗର ଅନେକ ଅଂଚଳରୁ ଆସନ୍ତା ୨ରୁ ୩ଦିନ ମଧ୍ୟରେ ମୌସୁମୀ ପ୍ରତ୍ୟାହାର ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଉତ୍ତର ଆଣ୍ଡାମାନ ସମୁଦ୍ରରେ ଏବେ ସାମୁଦ୍ରିକ ଝଡ଼ ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଏହି ଅଂଚଳରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାକି ଆସନ୍ତା ୪-୫ ଦିନ ମଧ୍ୟରେ ଅଧିକ ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳକୁ ଆସିବ। ଏଥିଯୋଗୁ ଆସନ୍ତାକାଲିଠୁ ୧୨ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୟେଲୋ ୱାର୍ଣ୍ଟିଂ ଜାରି ହୋଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ରାୟଗଡ଼ା ଓ ଗଜପତିର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story