୨ ଦିନ ପରେ ଓଡ଼ିଶାରୁ ଫେରିଯିବ ମୌସୁମୀ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଗାମୀ ୨ ଦିନ ମଧ୍ୟରେ ଓଡ଼ିଶାର କେତେକ ଅଞ୍ଚଳରୁ ଫେରିଯିବ ଦକ୍ଷିଣ-ପଶ୍ଚିମ ମୌସୁମୀ। ତା‘ର ଆଉ ୨ ଦିନ ପରେ ସାରା ଓଡ଼ିଶାରୁ ମୌସୁମୀ ବିଦାୟ ନେବ। ମୌସୁମୀ ପ୍ରତ୍ୟାଗମନ ନେଇ ଆଜି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେପଟେ ଆଜି ଓଡ଼ିଶାର ୬ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ। ଏଭଳି […]

mansoon

mansoon

Manoranjan Sial
  • Published: Friday, 23 October 2020
  • Updated: 23 October 2020, 05:35 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଗାମୀ ୨ ଦିନ ମଧ୍ୟରେ ଓଡ଼ିଶାର କେତେକ ଅଞ୍ଚଳରୁ ଫେରିଯିବ ଦକ୍ଷିଣ-ପଶ୍ଚିମ ମୌସୁମୀ। ତା‘ର ଆଉ ୨ ଦିନ ପରେ ସାରା ଓଡ଼ିଶାରୁ ମୌସୁମୀ ବିଦାୟ ନେବ। ମୌସୁମୀ ପ୍ରତ୍ୟାଗମନ ନେଇ ଆଜି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେପଟେ ଆଜି ଓଡ଼ିଶାର ୬ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ। ଏଭଳି ପାଗ ଆସନ୍ତା ୨୮ ତାରିଖ ଯାଏ ଲାଗି ରହିବ। ୨୮ ତାରିଖ ପରେ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅନ୍ୟପକ୍ଷରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌(ଅବପାତ) ପଶ୍ଚିମବଙ୍ଗ-ବାଂଲାଦେଶ ଅଭିମୁଖେ ଗତି କରୁଛି। ପାଣିପାଗ ବିଭାଗର ସଦ୍ୟତମ‌ ବୁଲେଟିନ୍‌ ଅନୁସାରେ, ଏହି ଡିପ୍ରେସନ୍‌ ପାରାଦୀପଠୁ ପୂର୍ବ-ଉତ୍ତର-ପୂର୍ବଦିଗରୁ ୨୦୦ କିଲୋମିଟରରେ ଦୂରରେ ରହିଛି।

ଏହା ପଶ୍ଚିମବଙ୍ଗର ସାଗର ଦ୍ୱୀପପୁଞ୍ଜଠାରୁ ଦକ୍ଷିଣପୂର୍ବ ଦିଗରେ ୬୦ କିମି ଦୂରରେ ଏବଂ ବାଂଲାଦେଶର ଖେପୁପରାଠାରୁ ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ ୨୧୦ କି.ମି. ଦୂରରେ ସକ୍ରିୟ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story