୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ। ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବ। ପରବର୍ତ୍ତୀ ସମୟରେ ସାରା ଓଡ଼ିଶାକୁ ମୌସୁମୀ ବାୟୁ ଛୁଇଁବ। ତେବେ ମୌସୁମୀ ଲଘୁଚାପ ନେଇ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାର ୧୦ ଜିଲ୍ଲାରେ କାଲିଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, […]

rain

rain

Jyoshna Pradhan
  • Published: Thursday, 20 June 2019
  • Updated: 20 June 2019, 02:48 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ। ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବ। ପରବର୍ତ୍ତୀ ସମୟରେ ସାରା ଓଡ଼ିଶାକୁ ମୌସୁମୀ ବାୟୁ ଛୁଇଁବ। ତେବେ ମୌସୁମୀ ଲଘୁଚାପ ନେଇ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାର ୧୦ ଜିଲ୍ଲାରେ କାଲିଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ଯାଜପୁର, ନୟାଗଡ଼ ଓ ଭଦ୍ରକ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story